CORONAVIRUS UPDATE: ରାଜ୍ୟରେ ପୁଣି ୯୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯୬ କରୋନା ପଜିଟିଭ ଚିହ୍ନଟ ହୋିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ତେବେ ସମସ୍ତ ନୂଆ ଆକ୍ରାନ୍ତ କ୍ୱାରାଣ୍ଟାଇନ କେନ୍ଦ୍ରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୮୧୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୯୭୭ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍‌ ବୈଠକ

ଭୁବନେଶ୍ୱର, ୨୭ା୧୧(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ...

ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି...

୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ...

ଖାଲି ପଡ଼ିଥିବା ସୂଚନା କମିଶନ ପଦବୀ: ଓଡ଼ିଶାରେ ୬ରୁ ୪ ଖାଲି

ଭୁବନେଶ୍ୱର,୨୭ା୧୧(ଅନିଲ ଦାସ): ୨୦୨୩ରେ ଏକ ମାମଲାର ଶୁଣାଣି ବେଳେ କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସୂଚନା କମିଶନରେ ଖାଲି ପଡ଼ିଥିବା ପଦବୀ ପୂରଣରେ ବିଫଳତାକୁ ନେଇ ସୁପ୍ରିମକୋର୍ଟ...

ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ

କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି...

୮ କେଜି ଗଞ୍ଜେଇ, ଲକ୍ଷ୍ୟଧିକ ଆତ୍ମସାତ: ଏସଆଇ ନିଳମ୍ବିତ, ୨ ଏଏସଆଇ, ୨ କନଷ୍ଟେବଳ ବଦଳି

ଖୋର୍ଦ୍ଧା,୨୬।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲାରେ ଗଠେଇ ଚୋରା ମଦ, ଧଳା ଜହର କାରବାର ବଢିବାରେ ଲାଗିଛି। ଜିଲାର ବୋଲଗଡ ଓ ବେଗୁନିଆ ବ୍ଲକରେ ନିଶା...

୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ...

ତ୍ୱରାନ୍ୱିତ ହେଲା ଧାନ ସଂଗ୍ରହ ପ୍ରକ୍ରିୟା: ପୂର୍ବ ବର୍ଷ ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୨୬।୧୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri