ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୨୩ଜଣ ରହିଥିବା ବେଳେ ଯାଜପୁରର ୫, ମୟୂରଭଞ୍ଜ ୩, ପୁରୀ ୨, ଭଦ୍ରକ ୨ ଏବଂ ରାଉରକେଲାରୁ ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
Posted inକରୋନା ଭାଇରସ୍, ରାଜ୍ୟ