CORONAVIRUS UPDATE: ଆଉ ୬ କରୋନା ପଜିଟିଭ ଚିହ୍ନଟ; ୧୬୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬ କରୋନା ପଜିଟିଭ ସୋମବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ତେବେ ଏହି ୬ଜଣଙ୍କ ମଧ୍ୟରେ ଯାଜପୁରର ୪ ଜଣ ହୋଇଥିବା ବେଳେ ଭଦ୍ରକର ୨ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ଏ ନେଇ କୋଭିଡ୍‌ ଓ୍ବେବ୍‌ସାଇଟ୍‌ରେ ପ୍ରକାଶ ପାଇଛି।

ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଥିବା ବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୦୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟରେ ସ୍ବଚ୍ଛତା, ଉତ୍ପାଦରେ ଶୁଦ୍ଧତା ଜରୁରୀ

ମାତ୍ର ୩୫ବର୍ଷ ବୟସରେ ଜଣେ ସଫଳ ଯୁବ ଉଦ୍ୟୋଗୀର ପରିଚୟ ପାଇଛନ୍ତି ଜାଭେରୀ ଜେମ୍ସ ଆଣ୍ଡ ଜୁଏଲର୍ସର ମ୍ୟାନେଜିଂ ପାର୍ଟନର୍‌ ସଞ୍ଜିବ କୁମାର ସାହୁ। ସଞ୍ଜିବ...

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ...

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି...

ବରଗଡ଼ର ଅଧିଷ୍ଠାତ୍ରୀ ମା’ ସମଲେଇଙ୍କ ଶୀତଳ ଯାତ୍ରା, ଏକ ଅନନ୍ୟ ପରମ୍ପରା

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ଶୀତଳ ଯାତ୍ରା ଏକ ଅନନ୍ୟ ପରମ୍ପରା। ପ୍ରତିବର୍ଷ ଚୈତ୍ର ମାସ ମଙ୍ଗଳବାର ଏହା ଅନୁଷ୍ଠିତ ହୋଇଥାଏ...

ବାଙ୍କେଶ୍ବରୀଙ୍କ ଦର୍ଶନ କରି ଫେରିବାବେଳେ ଅଘଟଣ: ଘାଟିରେ ଓଲଟିଲା ପିକଅପ୍‌ ଭ୍ୟାନ, ୨୫ରୁ ଅଧିକ ଆହତ

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ନିକଟ ବାଙ୍କେଶ୍ୱରୀ ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଏକ ପିକଅପ୍‌...

ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର: ବିଜେଡି କଲା ସ୍ବାଗତ

ଭୁବନେଶ୍ୱର,୧୮।୩: ବହୁ ଚର୍ଚ୍ଚିତ ନବଦାସ ହତ୍ୟାକାଣ୍ଡ ମାମଲାରେ ଆଇନ ମନ୍ତ୍ରୀଙ୍କ ବୟାନ ପରେ ବିଜେଡିର ପ୍ରତିକ୍ରିୟା ଦେଇଛି। ବିଜେଡି କହିଛି, ପୂର୍ବରୁ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ...

ଅଫିସ୍‌ର ଜଣେ ମହିଳା କର୍ମଚାରୀଙ୍କୁ ଧରି ସ୍ବାମୀ ଫେରାର, ଥାନାରେ ଅଭିଯୋଗ କରି ସ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୩: ସ୍ବାାମୀ ଫେରାର ନେଇ ଥାନାରେ ଅଭିଯୋଗ କଲେ ସ୍ତ୍ରୀ। ଭୁବନେଶ୍ୱର ଚନ୍ଦକା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ସ୍ବାମୀ ଗତ ୧୬ ତାରିଖରୁ...

ମହାନଦୀ ଅବବାହିକାରେ ୭ ବ୍ୟାରେଜ୍ ନିର୍ମାଣ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୧୮।୩: ଜଳ ଉପଲବ୍ଧତା ଏବଂ ପରିଚାଳନା ବୃଦ୍ଧି ପାଇଁ ମହାନଦୀର ଶାଖା ନଦୀଗୁଡ଼ିକରେ ୭ଟି ନୂତନ ବ୍ୟାରେଜ୍ ନିର୍ମାଣ କରିବାକୁ ଓଡ଼ିଶା ସରକାର ଘୋଷଣା କରିଛନ୍ତି।ପଞ୍ଚାୟତିରାଜ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image