CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ ଛୁଇଁଲା

ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ବାଲେଶ୍ଵର ଜିଲାର ଏବଂ ସେ କଲିକତା ଫେରନ୍ତା ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ କରାଯାଇଛି।

Share