CORONAVIRUS UPDATE: ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଛୁଇଁଲା

ଭୁବନେଶ୍ୱର,୨୫।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ଏବଂ ଏମାନେ କଲିକତା ଫେରନ୍ତା ବୋଲି ଶନିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟରୁ ସୂଚନା ମିଳିଛି।

 

Share