CORONAVIRUS UPDATE: ରାଜ୍ୟରେ ପୁଣି ୧୭୩ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଲା

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୫୦ଜଣ ଚିହ୍ନଟ ହୋଇଥିବା ବେଳେ ୨୩ ଲୋକାଲ କେସ୍‌ ରହିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା, କହିଲେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ…

ଭୁବନେଶ୍ବର,୩୦।୧୧: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ...

ବାଘ ମାରି ମାଂସ ଖାଇଲେ ଶିକାରୀ, ଗୁଳିଭର୍ତ୍ତି ବନ୍ଧୁକ ଜବତ, ବନ୍ଧାହେଲେ ୨

ଜି.ଉଦୟଗିରି,୩୦ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଗମ୍ଭାରୀଗୁଡ଼ା ଏବଂ ମାଲାନସୁଗା ଅଞ୍ଚଳରୁ ଦୁଇ ଜଣ ବାଘ ଶିକାରୀକୁ ଗିରଫ କରି କୋର୍ଟଚାଲାଣ କରିଛି...

ହସ୍ପିଟାଲରେ ବିସ୍ଫୋରଣ: ଅନ୍ଧାରରେ ରହିଲେ ରୋଗୀ, ଜଣଙ୍କର ମୃତ୍ୟୁ

ବଲାଙ୍ଗୀର,୩୦ା୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା...

ଜଙ୍ଗଲରୁ ପୁଣି ମିଳିଲା ଏକ ମାଈ ହାତୀଛୁଆର ମୃତଦେହ, ଚିନ୍ତାରେ ପରିବେଶବିତ୍‌

କେନ୍ଦୁଝର,୩୦ା୧୧: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ...

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ: ଜାଣନ୍ତୁ କେତେ, କେବେଠୁ ଏହା ଲାଗୁ?

ଭୁବନେଶ୍ୱର,୩୦।୧୧: ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ। ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ  ୭ଟଙ୍କା ୬୪ ପଇସା ହେବ । ପୂର୍ବରୁ...

ଧମକ ପୂର୍ଣ୍ଣ ମେଲ୍‌ ପରେ ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ବଢ଼ୁଛି ସନ୍ଦେହ

ଭୁବନେଶ୍ୱର,୩୦।୧୧: ଧମକ ପୂର୍ଣ୍ଣ ମେଲ୍‌ ପରେ ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ସନ୍ଦେହ ବଢ଼ୁଛି। I ତେବେ ବ୍ୟାଗ୍‌ କାହାର ସେଥିରେ କ’ଣ ଅଛି...

ଧମକପୂର୍ଣ୍ଣ ମେଲ ପଛରେ କିଏ? କ୍ରାଇମବ୍ରାଞ୍ଚର ତନାଘନା: ଡିଜିପି କହିଲେ…

ଭୁବନେଶ୍ୱର,୩୦।୧୧: ଭୁବନେଶ୍ୱରରେ ଏବେ ଡିଜିପି ସମ୍ମିଳନୀ ଚାଲିଥିବା ବେଳେ ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଟାର୍ଗେଟ କରିଛି ଖଲିସ୍ତାନୀ ଆତଙ୍କୀ ପନ୍ନୁ। ଏହାକୁ ନେଇ ସମଗ୍ର ରାଜଧାନୀରେ...

ପଶ୍ଚିମବଙ୍ଗକୁ ଆଉ ଆଳୁ ମାଗିବୁନି, ଆମେ ମାଗି ଖିଆ ନୁହଁ ଯଦି ଦବ ତାହେଲେ …. କାହିଁକି ଏମିତି କହିଲେ ଖାଦ୍ୟଯୋଗାଣ ମନ୍ତ୍ରୀ 

ଭୁବନେଶ୍ୱର,୩୦।୧୧:ପଶ୍ଚିମବଙ୍ଗକୁ ଆଉ ଆଳୁ ମାଗିବେନି ରାଜ୍ୟ ସରକାର। ପଶ୍ଚିମବଙ୍ଗ ଯଦି ନିଜ ଆଡୁ ଆଳୁ ପଠାଏ ତେବେ ରାଜ୍ୟ ସରକାର ରଖିବେ। ଓଡ଼ିଶା ନିଜ ଆଡୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri