CORONAVIRUS UPDATE: ରାଜ୍ୟରେ ପୁଣି ୧୭୩ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଲା

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୫୦ଜଣ ଚିହ୍ନଟ ହୋଇଥିବା ବେଳେ ୨୩ ଲୋକାଲ କେସ୍‌ ରହିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share