CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧୫୮ ଛୁଇଁଲା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମସ୍ତେ ଯାଜପୁର ଜିଲାର। ଏହାକୁ ମିଶାଇ ଏଯାବତ ରାଜ୍ୟରେ ୧୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ରାଜ୍ୟରେ ଗୁରୁବାର ମୋଟ ୮୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଦା ନଦୀଶଯ୍ୟାରୁ ଆନ୍ଧ୍ରକୁ ବେଆଇନ ବାଲି ଚୋରାଚାଲାଣ: ଖୋଲା ଚ୍ୟାଲେଞ୍ଜ ଦେଇ ମାଫିଆ…

ଦିଗପହଣ୍ଡି, ୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମଦେଇ ବହି ଯାଉଥିବା ବାହୁଦା ନଦୀଶଯ୍ୟାରୁ ଆନ୍ଧ୍ରକୁ ବାଲି...

‘ସୁଭଦ୍ରା’ ଯୋଜନାରେ ଝିଅମାନଙ୍କ ପାଇଁ ଆସିଲା ଖୁସି ଖବର: ଏଣିକି…

ଭୁବନେଶ୍ୱର,୨୮।୧୧: ‘ସୁଭଦ୍ରା’ ଯୋଜନାରେ ଝିଅମାନଙ୍କ ପାଇଁ ଆସିଲା ଖୁସି ଖବର। ୨୧ ବର୍ଷ ପୂରିଥିଲେ ‘ସୁଭଦ୍ରା’ ଯୋଜନାରେ ଆବେଦନ କରିପାରିବେ । ଯେଉଁମାନଙ୍କୁ ଏହି ମାସରେ...

ଗିରଫ ହେଲେ କୋଟିପତି ଖଣି ଅଧିକାରୀ

କେନ୍ଦୁଝର,୨୮ା୧୧: କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଗୁରୁବାର ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି।...

ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ

ଭୁବନେଶ୍ୱର,୨୮।୧୧: ଭୁବନେଶ୍ୱରର ଏକ ଘରୋଇ ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ ହୋଇଯାଇଛନ୍ତି। ରାତିରେ ଖାଇ ସାରିବା ପରେ ସେମାନେ ଅସୁସ୍ଥ ଅନୁଭବ କରିଥିଲେ। ପରେ...

ଭାଜପା କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ମୋଦି, କରିବେ ରାତ୍ରି ଭୋଜନ

ଭୁବନେଶ୍ୱର, ୨୮ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ...

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ...

ସୁଜାତାଙ୍କ ଉପରେ ବିଶ୍ୱାସ କରିବ ତ ଭାଜପା ସରକାର? ଏବେ ବି ଆକ୍ଟିଭ ପାଣ୍ଡିଆନ! ଭିତରେ ଚାଲିଛି…

ଭୁବନେଶ୍ୱର,୨୮।୧୧: କାର୍ଯ୍ୟରେ ଯୋଗ ଦେଇଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ। ଚଳିତ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ଭାଜପା ଓଡ଼ିଶାରେ କ୍ଷମତା ହାତେଇଛି।...

ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri