CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧୫୮ ଛୁଇଁଲା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମସ୍ତେ ଯାଜପୁର ଜିଲାର। ଏହାକୁ ମିଶାଇ ଏଯାବତ ରାଜ୍ୟରେ ୧୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ରାଜ୍ୟରେ ଗୁରୁବାର ମୋଟ ୮୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share