CORONAVIRUS UPDATE: ରାଜ୍ୟରେ ୨୦୧୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୨୦୧୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬୮ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୫୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୨୯, ବାଲେଶ୍ୱରରୁ ୬୯, ବରଗଡ଼ରୁ ୭୭ , ଭଦ୍ରକରୁ ୪୧, ବଲାଙ୍ଗୀରରୁ ୭୧, ବୌଦ୍ଧରୁ ୧୨, କଟକରୁ ୧୫୦, ଦେବଗଡ଼ରୁ ୨୦, ଢେଙ୍କାନାଳରୁ ୩୮ , ଗଜପତିରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୩ ଜଗତ୍‌ସିଂହପୁରରୁ ୬୪, ଯାଜପୁରରୁ ୭୩ , ଝାରସୁଗୁଡ଼ାରୁ ୪୩, କଳାହାଣ୍ଡିରୁ ୬୯ , କନ୍ଧମାଳରୁ ୩୧, କେନ୍ଦ୍ରାପଡ଼ାରୁ ୬୧, କେନ୍ଦୁଝରରୁ ୫୮ , କୋରାପୁଟରୁ ୪୧, ମାଲକାନଗିରିରୁ ୨୦, ମୟୂରଭଞ୍ଜରୁ ୧୧୧ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୬୦, ନୟାଗଡ଼ରୁ ୪୦, ନୂଆପଡ଼ାରୁ ୯୦, ରାୟଗଡ଼ାରୁ ୨୪, ପୁରୀରୁ ୩୦ , ସମ୍ବଲପୁରରୁ ୫୨, ସୁବର୍ଣ୍ଣପୁରରୁ ୬୮ ଓ ସୁନ୍ଦରଗଡ଼ର ୯୯ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୪୪୨୨୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୯୪୯ ଚିକିତ୍ସାଧୀନ ଅଛନ୍ତି। ୨୩୦୧୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri