ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ୫୮ ବର୍ଷୀୟ ବ୍ୟକ୍ତି ଯାଜପୁର ଜିଲାର ଏବଂ ସେ କୋଲକାତା ଫେରନ୍ତା ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା ଦିଆଯାଇଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, ମେଟ୍ରୋ, ଯାଜପୁର, ରାଜ୍ୟ