CORONAVIRUS UPDATE: ନୟାଗଡ଼ ଜିଲାକୁ ଡେଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୮୯

ଭୁବନେଶ୍ୱର,୯।୫(ବ୍ୟୁରୋ)- ନୟାଗଡ଼ ଜିଲାକୁ ଡେଇଁଛି କରୋନା। ଶନିବାର ଜିଲାର ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ବୟସ ୪୦ବର୍ଷ ହୋଇଥିବାବେଳେ ସେ ସୁରଟ ଫେରନ୍ତା ଏବଂ କ୍ୱାରାଣ୍ଟାଇନରେ ଥିଲେ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର

ଭୁବନେଶ୍ୱର, ୨୩ା୧୧(ସୁନିତ୍‌ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍‌ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର...

ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ

ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ...

ଯୁକ୍ତ ୨ ପରୀକ୍ଷା: ଶହେରୁ ଏତିକି ରଖିଲେ ପାସ୍‌

ଭୁବନେଶ୍ୱର,୨୩ା୧୧(ସୁଚିସ୍ମିତା ସାହୁ):ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ସରଳ ହେଲା ପରୀକ୍ଷା। ପିଲାଙ୍କ ଉପରୁ ପରୀକ୍ଷା ଚାପ କମାଇବା ଓ ସେମାନଙ୍କ ମନରେ ପରୀକ୍ଷାକୁ ନେଇ ରହିଥିବା...

ଶୀତରେ ଥରୁଛି ଦାରିଙ୍ଗବାଡି: ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୨୩ ।୧୧(ଅରୁଣ ସାହୁ):ସମଗ୍ର କନ୍ଧମାଳ ଜିଲାରେ ଏବେ ଅସହ୍ୟ ଜାଡ଼ ଅନୁଭୂତ ହେଉଛି। ଜିଲାର ଦାରିଙ୍ଗବାଡି ବ୍ଲକ ରେ ମଧ୍ୟ ଏହାର ଅଧିକା ପ୍ରଭାବ...

ବିଦ୍ୟୁତ୍‌ ଆଘାତରେ ୬ ବର୍ଷରେ ୯୬ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩ା୧୧ (ବନ୍ଦନା ସେଠୀ):ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ବଢି ଚାଲିଥିବାବେଳେ ପ୍ରତି ସପ୍ତାହରେ ବିଭିନ୍ନ ସ୍ଥାନରୁ ହାତୀ ମୃତ୍ୟୁ ଓ ଅସୁସ୍ଥ ଖବର...

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri