CORONAVIRUS UPDATE: ସୁସ୍ଥ ହେଲେ ଆଉ ୯୧ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୪୧୬କୁ ବୃଦ୍ଧି

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ଦେବଗଡ଼ର ୨୨, ପୁରୀର ୧୬, ନୟାଗଡ଼ର ୧୫, ବଲାଙ୍ଗୀରର ୯, ଅନୁଗୋଳ-ବାଲେଶ୍ୱରର ୫, ଭଦ୍ରକ-ସୁନ୍ଦରଗଡ଼ର ୩, କଟକ-ଗଞ୍ଜାମ-ଖୋର୍ଦ୍ଧା-କଳାହାଣ୍ଡି-ବରଗଡ଼ର ୨, ଢେଙ୍କାନାଳ-ଗଜପତି-ଯାଜପୁରର ଜଣେ ଲେଖାଏଁ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪୧୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, ଆଜି ୧୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି। ଏ ନେଇ ପୂର୍ବାହ୍ନରେ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଆଜି ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ ଡାକରା

ଜୟପୁର,୨।୧୧: ଜିଏସ୍‌ଟି ବିଭାଗର ଚଢାଉ ପରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି ବୋଲି ଜୟପୁର ଚାମ୍ବର ଅଫ କର୍ମସ ଅଭିଯୋଗ କରିଛି । ଏହାକୁ ନେଇ...

ଟ୍ରଲରକୁ ଧକ୍କା ଦେଲା ମାରୁତି ଭ୍ୟାନ୍‌: ୫ମୃତ, ୫ ଗୁରୁତର

ହେମଗିର,୨,୧୧(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ସ୍ଥିତ କନ୍ଦାଧୁଡା ଓ ଟପରିଆ ରାସ୍ତାରେ ଛିଡା ହୋଇଥିବା ଟ୍ରଲରକୁ ପଛରୁ ଧକ୍କା ଦେଲା ମାରୁତି ଇକୋ।...

ରେଳ ଧାରଣା ପାର୍‌ ହେଉଥିବାବେଳେ ମାଲଗାଡ଼ି ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ,୨ । ୧୧(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ ଚିନ୍ତା ପୋଖରୀଠାରେ ରେଳ ଧାରଣା ପାର ହେଉଥିବା ବେଳେ ଶନିବାର...

ଟୁଇନ୍‌ ସିଟିରେ ଘନ କୁହୁଡ଼ି, ମୁହଁକୁ ମୁହଁ ଦିଶୁନି

ଭୁବନେଶ୍ୱର,୨।୧୧: ଆଜି ଭୋରରୁ ଟୁଇନ୍‌ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି। ଫଳରେ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ଏତେ କୁହୁଡ଼ି ଯେ, ମୁହଁକୁ ମୁହଁ...

ଓୟୋ ହୋଟେଲରେ ନାବାଳିକାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୨।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ମୃଦୁପାନୀୟରେ ନିଶା ଦେଇ ୪ଜଣ ଯୁବକ ଏକ ଓୟୋ ହୋଟେଲରେ ଗଣବଳାତ୍କାର...

ନାବାଳିକାଙ୍କ ଆପତ୍ତିଜନକ ଫଟୋ ଉଠାଇ ଧମକ,ଯୁବକ ଗିରଫ ମାରିବାକୁ କଟୁରୀ ଧରି ଖୋଜୁଥିଲେ

ଭୁବନେଶ୍ୱର୧,ା୧୧(ସୂର୍ଯ୍ୟକାନ୍ତ ବେହେରା): ବନ୍ଧୁ ହୋଇ ନାବାଳିକା ଛାତ୍ରୀଙ୍କ ସହ ବିଶ୍ୱାସଘାତକତା କଲେ ଜଣେ ଯୁବକ। ଅଚେତ ଅବସ୍ଥାରେ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଉଠାଇ ତାଙ୍କୁ ବ୍ଲାକମେଲ...

ମଧ୍ୟାହ୍ନ ଭୋଜନରେ ନାହିଁ ଡାଲି କି ଅଣ୍ଡା ମାଗିବାରୁ ଶିକ୍ଷୟିତ୍ରୀ କହୁଛନ୍ତି ଲଙ୍କା, ଲୁଣ ଲଗେଇ ଖା

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ବ୍ଲକ ଟୋଲକାନି ଝାଡଶ୍ୱର ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଖାଇବାକୁ ଦିଆଯାଉଛି। ଶୁକ୍ରବାର ମଧ୍ୟାହ୍ନ ଭୋଜନରେ ପ୍ରଥମରୁ...

Featured Video Play Icon

ଅଯୋଗ୍ୟ ସୁଭଦ୍ରା ହିତାଧୀକାରୀଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ହେବ ନୂଆ ଗାଇଡ୍‌ଲାଇନ। ଆବେଦନ କରି କଟିଯାଇଥିବା ହିତାଧିକାରୀ ଏହି ଯୋଜନାରେ ପୁଣି ସାମିଲ ହେବେ । କେଉଁ ଆଧାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri