ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ଏପରିକି ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ବସ୍‌, ଅଟୋ, କାର୍‌, ବାଇକ୍‌ରେ ଆସୁଥିବା ଯାତ୍ରୀଙ୍କ ମଧ୍ୟ ଗଣନା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରକାଶ କରିଛନ୍ତି। ଏପରିକି ହୋଟେଲ, ଧର୍ମଶାଳା ଏବଂ ଲଜ୍‌ରେ ମଧ୍ୟ ଯାତ୍ରୀଙ୍କ ଗଣନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଲର ପଛରେ କାର୍‌ ପିଟି ହେବା ଘଟଣା: ଚିକିତ୍ସାଧୀନ ଥିବା ଗୁରୁତର ଜଣକ ବୁଜିଲେ ଆଖି

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ. ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ଟ୍ରେଲର ପଛରେ...

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ...

ସାଧରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ...

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨...

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ...

ପୁଣି ମାତିଲେ ଦନ୍ତା ହାତୀ: ଘର ଭାଙ୍ଗିବା ସହ ବ୍ୟାପକ ଫସଲ କଲେ ନଷ୍ଟ, ଲୋକେ ଆତଙ୍କିତ

ବାଲିଗୁଡା,୩।୭(ସଞ୍ଜୟ କୁମାର ପାଣିଗ୍ରାହୀ):ଦୀର୍ଘ ଦିନ ଧରି ହାତୀପଲ ଘୁମୁସର ଉଦୟଗିରି ବନାଞ୍ଚଳର କଳିଙ୍ଗା ସେକ୍ସସନରେ ଉପଦ୍ରବ କରିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ୨୫ ଟିକିଆ...

ଅବକାରୀ ଚଢ଼ାଉ, ୩ ଗିରଫ

ମୋରଡ଼ା,୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତିନିଜଣଙ୍କୁ ଗିରଫ କରିଛି। ଅବକାରୀ ଅଧିକାରୀ ବ୍ରଜମୋହନ ମଲ୍ଲିକଙ୍କ...

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ପରଲୋକ

ମାଲକାନଗିରି,୩ା୭: ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ କିଡ୍‌ନୀ ଜନିତ ରୋଗରେ ପୀଡ଼ିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri