ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇ ନ ଥିଲା। ଏବେ କାର୍ତ୍ତିକ ଶେଷ ହୋଇଥିବାରୁ ଏଏସ୍‌ଆଇ ମରାମତି ଆରମ୍ଭ କରିବ ବୋଲି ମନ୍ତ୍ରୀ କହିଛନ୍ତି।  ଏନେଇ ଏଏସ୍‌ଆଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ...

ଭିଜିଲାନ୍ସ ଜାଲରେ ଡାକ୍ତର: ଗର୍ଭବତୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ପଡିଲେ ଧରା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ(ଗାଇନିକ)ଡାକ୍ତର ଅଶୋକ ଦାସ। ପ୍ରସବ...

ଭିଜିଲାନ୍ସ ଟିମ୍‌ ଆସିବା ଦେଖି ଡରିଗଲେ ଡିଜିଏମ, ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା

ଭୁବନେଶ୍ୱର,୧୮।୧୧: ସୋମବାର ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।...

ବିକ୍ରି ପାଇଁ ଡିଲ୍‌ ହେଉଥିଲା କଲରାପତରିଆ ବାଘ ଚମଡା ପହଞ୍ଚିଗଲେ…

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ବାଙ୍ଗରିପୋଷି ଥାନା ଅଞ୍ଚଳରେ ଏକ କଲରାପତରିଆ ବାଘ ଚମଡା ବନବିଭାଗ ଜବତ କରିଛି। ସେମାନଙ୍କ ନିକଟରୁ...

ଶେଷରେ କ୍ଷମା ମାଗିଲେ ମନୋଜ ମିଶ୍ର, କହିଲେ…

ଭୁବନେଶ୍ୱର,୧୮।୧୧: ପ୍ରାୟ ସବୁବେଳେ ବିବାଦକୁ ଆସୁଥିବା ମନୋଜ ମିଶ୍ର ଶେଷରେ ମୁହଁ ଖୋଲି କ୍ଷମା ମାଗିଛନ୍ତି। ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ...

ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ପୁଣି ଦୁର୍ଗନ୍ଧ

ଭୁବନେଶ୍ୱର,୧୮ା୧୧(ଅନିଲ ଦାସ): ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଛି। ସରକାର ବଦଳିଛି ହେଲେ ସହରର ବର୍ଜ୍ୟ...

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ...

୨୫ ବର୍ଷ ପରେ ଖୋଲିଲା ପାଠାଗାର

ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ୧୯୪୬ରେ ସ୍ଥାପିତ ରାଧାନାଥ ପାଠାଗାର ପରିଚାଳନାଗତ ଅବ୍ୟବସ୍ଥାରୁ ବହୁବର୍ଷ ଧରି ବନ୍ଦ ରହିଥିଲା।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri