Posted inଜାତୀୟ

ବାରାଣସୀରେ ଆରମ୍ଭ ହେଲା ଭୋଟ୍‌ ଗଣନା

ବାରାଣସୀ,୪ା୬: ମଙ୍ଗଳବାର ହେଉଛି ଲୋକ ସଭା ନିର୍ବାଚନ ୨୦୨୪ରେ ଫଳାଫଳର ଦିନ। ଭାଜପାର ନେତୃତ୍ୱରେ ଏନ୍‌ଡିଏ ବିଜୟର ହ୍ୟାଟ୍ରିକ୍‌ ସ୍କୋର କରିବ କି? ଇଣ୍ଡିଆ ମେଣ୍ଟ ଭାଜପାର ବିଜୟରଥକୁ ଅଟକାଇବାରେ ସକ୍ଷମ ହେବ କି? ଏହି ସମସ୍ତ ପ୍ରଶ୍ନର ଉତ୍ତର ବର୍ତ୍ତମାନଠାରୁ କିଛି ସମୟ ପରେ ଉପଲବ୍ଧ ହେବ। ଲୋକ ସଭା ନିର୍ବାଚନ ଫଳାଫଳ ପାଇଁ ଭୋଟ୍‌ ଗଣନା ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି। ବର୍ତ୍ତମାନ ଟ୍ରେଣ୍ଡ୍‌ଗୁଡ଼ିକ ମଧ୍ୟ ଉଦୀୟମାନ ହେବା ଆରମ୍ଭ କରିଛ। ଆଜି ସନ୍ଧ୍ୟା ସୁଦ୍ଧା ଦେଶରେ ୫୪୩ ଲୋକ ସଭା ଆସନର ଫଳାଫଳ ସ୍ପଷ୍ଟ ହୋଇଯିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ବାରାଣସୀରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥର ମଧ୍ୟ ସେ କଂଗ୍ରେସ ୟୁପି ମୁଖ୍ୟ ଅଜୟ ରାୟଙ୍କ ପ୍ରତିଯୋଗିତାର ସମ୍ମୁଖୀନ ହୋଇଛନ୍ତି। ୨୦୧୪ରେ ମୋଦି ଆମ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପରାସ୍ତ କରିଥିଲେ। ଯେତେବେଳେ କି ୨୦୧୯ରେ ସେ ସମାଜବାଦୀ ପାର୍ଟିର ଶାଳିନୀ ଯାଦବଙ୍କୁ ପରାସ୍ତ କରିଥିଲେ। ୨୦୧୪ ଏବଂ ୨୦୧୯ରେ କଂଗ୍ରେସ ଏହି ପ୍ରାର୍ଥୀ ଅଜୟ ରାୟଙ୍କୁ ଏହି ଆସନୁ ପ୍ରାର୍ଥୀ କରିଥିଲା। ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂର୍ବରୁ ମୁରଲୀ ମନୋହର ଯୋଶୀ ବାରାଣସୀ ଆସନରୁ ନିର୍ବାଚନ ଲଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri