Posted inଫୁରସତ

ନିଜସ୍ବ ମୁଦ୍ରା ନ ଥିବା ଦେଶ

ପାନାମା: ମଧ୍ୟ ଆମେରିକୀୟ ଦେଶ ପାନାମାକୁ ୧୯୦୩ ମସିହାରେ ଆମେରିକା କଲମ୍ବିଆ ସଂଘଠାରୁ ସ୍ବତନ୍ତ୍ର ହେବାରେ ସାହାଯ୍ୟ କରିଥିଲା। ସେବେଠୁ ଏଠାକାର ଅର୍ଥବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଆମେରିକୀୟ ମୁଦ୍ରା ଡଲାର ଉପରେ ନିର୍ଭରଶୀଳ।
ଜିମ୍ବାଓ୍ବେ: ୨୦୦୯ ମସିହାରେ ଗଭୀର ଆର୍ଥତ୍କ ସଂକଟର ସମ୍ମୁଖୀନ ହେବାକୁ ପଡ଼ିଥିଲା ଦକ୍ଷିଣ ଆଫ୍ରିକୀୟ ଦେଶ ଜିମ୍ବାଓ୍ବେକୁ । ଅଧିକ ଋଣ ଯୋଗୁ ଏହି ଦେଶର ସମସ୍ତ ମୁଦ୍ରା ଶେଷ ହୋଇଗଲା। ସେବେଠୁ ଏଠାରେ ଅନ୍ୟ ଦେଶର ମୁଦ୍ରା ଯଥା- ରେଣ୍ଡ, ପାଉଣ୍ଡ, ରୁପିଜ୍‌, ଡଲାର, ୟେନ୍‌, ୟୁରୋ ଆଦିର ପ୍ରଚଳନ ହେଉଛି।
ନାଉରୁ: ପୃଥିବୀର ସବୁଠୁ ଛୋଟ ଦ୍ୱୀପରାଷ୍ଟ୍ର ହେଉଛି ନାଉରୁ, ଯାହାର କ୍ଷେତ୍ରଫଳ ମାତ୍ର ୮.୧ ବର୍ଗ ମାଇଲ ହୋଇଥିବା ବେଳେ ଜନସଂଖ୍ୟା ମାତ୍ର ୧୦ ହଜାର। ଏହି ଦେଶରେ ନିଜସ୍ବ ରାଜଧାନୀ ନା ସେନାବାହିନୀ। ଏମିତିକି ଏହି ଦେଶର ନିଜସ୍ବ ମୁଦ୍ରା ବି ନାହିଁ। ପ୍ରଥମେ ଏହି ଦେଶ ଜର୍ମାନୀ ଅଧୀନରେ ଥିଲା। ପ୍ରଥମ ବିଶ୍ୱଯୁଦ୍ଧ ସମୟରେ ଅଷ୍ଟ୍ରେଲିଆ ଏବଂ ଅନ୍ୟ ସହଯୋଗୀ ଦେଶ ଏହାକୁ ସ୍ବାଧୀନ କରିଥିଲେ। ସେବେଠୁ ଏଠାରେ ଅଷ୍ଟ୍ରେଲୀୟ ମୁଦ୍ରା ଡଲାର ପ୍ରଚଳନ ହେଉଛି।
ଇକ୍ୱେଡର୍‌: ଦକ୍ଷିଣ ଆମେରିକୀୟ ଦେଶ ଇକ୍ୱେଡର ଅର୍ଥନୈତିକ ବ୍ୟବସ୍ଥା ମୁଖ୍ୟତଃ ତେଲ ଉତ୍ପାଦନ ଉପରେ ନିର୍ଭର କରିଥାଏ। ହେଲେ ୨୦୦୦ ମସିହାରେ ଏଠାରେ ଖୁବ୍‌ କମ୍‌ ତେଲ ଉତ୍ପାଦନ ହେବା ଯୋଗୁ ଆର୍ଥତ୍କ ସଂକଟ ଦେଖାଦେଇଥିଲା। ଫଳସ୍ବରୂପ ଅନ୍ୟ ଦେଶରୁ ଧାର ଆଣିବାରେ ଧୀରେ ଧୀରେ ଦେଶର ମୁଦ୍ରା ସମାପ୍ତ ହୋଇଗଲା। ସେବେଠାରୁ ଏଠାରେ ଆମେରିକୀୟ ମୁଦ୍ରା ଡଲାର ପ୍ରଚଳନ ହେଉଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ହେଲା କଷ୍ଟକର, Meta ନେଲା ଏହି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୪: ଆଜିକାଲି ସବୁ ବୟସର ଲୋକମାନେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। କିନ୍ତୁ ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି...

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ...

ଜାତୀୟ ହ୍ୟାଣ୍ଡବଲ ଚାମ୍ପିୟନଶିପରେ ସ୍ଥାନ ପକ୍କା କଲେ ଧ୍ରୁବ

ନୂଆପଡ଼ା,୨୧ା୪(ମକାରୁ ବେମାଲ): ଉତ୍ତରପ୍ରଦେଶର ଆକବରପୁରଠାରେ ଏପ୍ରିଲ ୨୦ରୁ ୨୪ ପର୍ଯ୍ୟନ୍ତ ଜାତୀୟ ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ ଆୟୋଜିତ ହେଉଛି। ଏଥିସକାଶେ ରାଜ୍ୟର ୧୮ଜଣିଆ ଦଳ...

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ...

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ...

ବିଶ୍ୱହିନ୍ଦୁ ପରିଷଦ କର୍ମକର୍ତ୍ତାଙ୍କ ବିକ୍ଷୋଭ

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର): ଦେଶର ସଂସଦ ଦ୍ୱାରା ପାରିତ ୱାକଫ ବିଲକୁ ଆଳ କରି ପଶ୍ଚିମବଙ୍ଗରେ ହିନ୍ଦୁଙ୍କ ଉପରେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପକ୍ଷରୁ ଅତ୍ୟାଚାର, ହିଂସା, ପୋଡାଜଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image