Posted inଜାତୀୟ

ଦେଶର ସେବାରେ ଜୀବନକୁ ଉତ୍ସର୍ଗ କରିଥିବା ବ୍ୟକ୍ତିଙ୍କୁ ଦେଶ କେବେ ବି ଭୁଲି ପାରିବ ନାହିଁ: ମୋଦି…

ନୂଆଦିଲ୍ଲୀ/ସମ୍ବଲପୁର,୩।୨ : କେନ୍ଦ୍ର ସରକାର ଶନିବାର ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ ଭାଜପାର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ଭାରତ ରତ୍ନ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ନେତା ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଓଡିଶାର ସମ୍ବଲପୁରରେ ଏକ ସମାବେଶକୁ ସମ୍ବୋଧିତ କରିବାବେଳେ ଲାଲ କୃଷ୍ଣ ଆଡଭାନୀଙ୍କୁ ଭାରତର ମହାନ ପୁତ୍ର ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଆଡଭାନୀଙ୍କୁ ଭାରତ ରତ୍ନ ଦେବାର ନିଷ୍ପତ୍ତି ଦର୍ଶାଉଛି ଦେଶ ସେହି ଲୋକଙ୍କୁ ଭୁଲି ପାରିବ ନାହିଁ। ଯେଉଁମାନେ ସେମାନଙ୍କର ଜୀବନ ସେବା ପାଇଁ ଉତ୍ସର୍ଗ କରିଥାନ୍ତି।

ସେ କହିଛନ୍ତି ଉପ-ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ ତଥା ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଏବଂ ସଂସଦୀୟ ସଦସ୍ୟ ଭାବରେ ଲାଲ କୃଷ୍ଣ ଆଡଭାନୀ ଦେଶକୁ ଅନନ୍ୟ ସେବା ପ୍ରଦାନ କରିଛନ୍ତି। ମୁଁ ଭାଗ୍ୟବାନ ଯେ କ୍ରମାଗତ ଭାବରେ ଆଡଭାନୀଙ୍କ ପ୍ରେମ ଏବଂ ମାର୍ଗଦର୍ଶନ ଗ୍ରହଣ କରୁଛି।

ଆଜି ଦେଶ ଭାରତ ରତ୍ନକୁ ତାଙ୍କ ମହାନ ପୁଅ ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କୁ ଦେବାକୁ ନିଷ୍ପତ୍ତି ନେଇଛି। ତାଙ୍କର କାର୍ଯ୍ୟ ଏବଂ ସେବା ଆମ ସମସ୍ତଙ୍କ ପାଇଁ ପ୍ରେରଣାଦାୟକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri