
ପୋଲସରା,୨୬ା୩: ଗଞ୍ଜାମ ଜିଲା ପୋଲସରାରେ ଏକ ଅଟୋ ଧକ୍କାରେ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ବୁଧବାର କବିସୂର୍ଯ୍ୟନଗର ଥାନା ବୁଢ଼ାଆମ୍ବ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ସ୍ବାମୀଙ୍କର ଜୀବନ ଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି।
ପୋଲସରା,୨୬ା୩: ଗଞ୍ଜାମ ଜିଲା ପୋଲସରାରେ ଏକ ଅଟୋ ଧକ୍କାରେ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ବୁଧବାର କବିସୂର୍ଯ୍ୟନଗର ଥାନା ବୁଢ଼ାଆମ୍ବ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ସ୍ବାମୀଙ୍କର ଜୀବନ ଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି।
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ହୋଇଛି। ଏହି ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ...
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭...
ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର-...
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ...
ନୂଆପଡା,୩୦।୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ଯୁନାପନି ଗ୍ରାମରେ ବାଲି ବୋଝେଇ ଟ୍ରାକ୍ଟର ଓଲଟି ରବିବାର...
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା...
ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର...
ରାଇକିଆ,୩୦।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ...