ବାଇକ୍‌ରେ ଯାଉଥିଲେ ସ୍ବାମୀ-ସ୍ତ୍ରୀ: ଧକ୍କା ଦେଲା କାର୍‌…

ବନ୍ଧମୁଣ୍ଡା, ୨୩ା୧୧(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଧୀନ ଶାରୁବାହାଲ ଗାଁର ମୁଖ୍ୟ ରାସ୍ତାରେ ଏକ କାର୍‌ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକରେ ଯାଉଥିବା ଦମ୍ପତି ଆହତ ହୋଇଥିଲେ।

ହେଲେ ସ୍ଥାନୀୟ ଲୋକେ ଗଛ ଡାଳ ପକାଇ ଶାରୁବାହାଲ ଛକକୁ ଅବରୋଧ କରିଥିଲେ। ରାସ୍ତାରେ ଯାତାୟତ କିଛି ସମୟ ପାଇଁ ବ୍ୟାହତ ହୋଇଥିଲା। ଘଟଣା ସମ୍ପର୍କରେ ସୂଚନା ପାଇ ବିଶ୍ରା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ରାସ୍ତା ଅବରୋଧ ହଟିଥିଲା। ଦୁର୍ଘଟଣା ଘଟାଇଥିବା କାରକୁ ଧରିବା ପାଇଁ ଗ୍ରାମବାସୀ ପୋଲିସଙ୍କ ନିକଟରେ ଦାବି କରିଛନ୍ତି। ସୂଚନା ଅନୁଯାୟୀ, ଶାରୁବାହାଲ ଗାଁର ବଡ଼କାଟୋଲି ନିବାସୀ ମାତଲୁ ଓରାମ ତାଙ୍କ ସ୍ତ୍ରୀ ବାଇକ୍‌ରେ ଯାଉଥିବା ବେଳେ ଏକ କାର ଦ୍ରୁତ ଗତିରେ ଆସି ବାଇକକୁ ପଛରୁ ପିଟି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା...

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ...

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର...

ମହିଳାଙ୍କଠାରୁ ଝାମ୍ପିନେଲେ ସୁନାଚେନ

ଗୋପାଳପୁର,୭ା୪(ନବୀନ ରାଜ ଆଚାରୀ): ଗୋପାଳପୁର ଥାନା ଅଞ୍ଚଳରେ ଲୁଟ, ଚୋରି ଓ ଅସାମାଜିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ବେଳାଭୂମିରେ ପ୍ରାତଃ ଭ୍ରମଣ ସମୟରେ ମହିଳାଙ୍କ ଠାରୁ...

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ...

୨ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ

ନୂଆପଡ଼ା,୭ା୪(ମକାରୁ ବେମାଲ)- ମାତ୍ର ୨ ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ ହୋଇପାରିଛନ୍ତି। ସେ ହେଲେ ନୂଆପଡ଼ା ଜିଲା ସିନାପାଲି...

ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’

ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ...

ବାରାଣସୀରେ ୨୨ ଦିନ ଧରି ଅପହରଣ, ଗଣବଳାତ୍କାର, ୧୯ ବର୍ଷୀୟା ଯୁବତୀଙ୍କ ଦାବି

ନୂଆଦିଲ୍ଲୀ, ୭।୪: ଉତ୍ତର ପ୍ରଦେଶର ବାରାଣସୀରେ ଜଣେ ୧୯ ବର୍ଷୀୟା ମହିଳାଙ୍କୁ ୨୨ ଜଣ ଅପହରଣ କରି ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀଙ୍କ ମଧ୍ୟରୁ ଛଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image