Posted inଫୁରସତ

କ୍ଷେତରେ ସ୍ତ୍ରୀଙ୍କ ସହ ଗୀତ ଗାଇ ରାତାରାତି ଷ୍ଟାର୍‌ ପାଲଟିଲେ ବୃଦ୍ଧ କୃଷକ

କ୍ଷେତରେ ଗୀତ ଗାଇ ରାତାରାତି ଷ୍ଟାର୍‌ ପାଲଟିଛନ୍ତି ଜଣେ ବୃଦ୍ଧ କୃଷକ। ବଲିଉଡ୍‌ର ବଡବଡ କଣ୍ଠଶିଳ୍ପୀ ତାଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ଜଣେ କୃଷକ କ୍ଷେତରେ ସମୟ ବାହାର କରି ନିଜ ସ୍ତ୍ରୀଙ୍କ ସହ ଫିଲ୍ମ ‘ଫ୍ରଫେସର’ର ଏକ ଗୀତ ଆଓ୍ବାଜ୍‌ ଦେକେ ହମେ ତୁମ୍‌ ବୁଲାଓ ..ଗୀତଟି ଗାଇଥିଲେ। ଜିତେନ୍ଦ୍ର ଏସ୍‌ ଜୋରାଓ୍ବତ୍‌ ନାମକ ଟୁଇଟର୍‌ ୟୁଜର ବୃଦ୍ଧ ଲାଲଚାନ୍ଦଙ୍କ ଭିଡିଓକୁ ନିଜ ଟୁଇଟର୍‌ ଆକାଉଣ୍ଟରେ ଶେୟାର କରିଥିଲେ। ଯାହା ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ତାଙ୍କ କଣ୍ଠର ଯାଦୁ ଦେଖି ବଲିଉଡ୍‌ କଣ୍ଠଶିଳ୍ପୀ ମୋହିତ ଚୌହାନ୍‌, ରେଖା ଭରଦ୍ୱାଜ୍‌, ଏବଂ ଅଭିନେତା ମୋ. ଜିଶାନ୍‌ ଆୟୁବ୍‌ ଉକ୍ତ ବ୍ୟକ୍ତିଙ୍କୁ ପ୍ରଶଂସା କରିଛନ୍ତି। ବୃଦ୍ଧ ବ୍ୟକ୍ତି ଜଣଙ୍କ ଗାଇଥିବା ଗୀତଟିକୁ ଲତା ମଙ୍ଗେସକର ଏବଂ ମହମ୍ମଦ ରଫି ଗାଇଥିଲେ। ଏପର୍ଯ୍ୟନ୍ତ ଭିଡିଓକୁ ୪୦ ହଜାରୁ ଅଧିକ ଲୋକ ଦେଖି ସାରିଥିବାବେଳେ ହଜାରୁ ଅଧିକ ଲାଇକ୍‌ ମିଳିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri