ରାଜ୍ୟରେ ଆରମ୍ଭ ହେଲା କୋଭାକ୍ସିନ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱର ସମ ହସ୍ପିଟାଲରେ ସୋମବାର କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ଭାରତ ବାୟୋଟେକ ପ୍ରସ୍ତୁତ କୋଭାକ୍ସିନର ହେଲା ପରୀକ୍ଷା। ପରୀକ୍ଷଣ ପାଇଁ ରାଜି ହୋଇଥିବା ସାମାଜିକ କର୍ମୀଙ୍କଠାରେ ଟ୍ରାଏଲ କରାଯାଇଛି। ଏ ନେଇ ପରୀକ୍ଷଣର ପ୍ରମୁଖ ଥିବା ପର୍ଯ୍ୟବେକ୍ଷକ ଡାକ୍ତର ଇ. ଭେଙ୍କଟରାଓ ସୂଚନା ଦେଇଛନ୍ତି। ସମ ସହ ଦେଶର ୧୨ଟି ସ୍ଥାନରେ ଏହି କୋଭାକ୍ସିନ ପରୀକ୍ଷା ହେଉଛି।

Share