Categories: ଜାତୀୟ

ଜାନୁଆରୀ ୩୧ ପର୍ଯ୍ୟନ୍ତ ବଢିଲା କୋଭିଡ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୨୮।୧୨-ମହାମାରୀ କରୋନାକୁ ନଜରରେ ରଖି କେନ୍ଦ୍ର ସରକାର ପୂର୍ବରୁ ଲାଗୁ କରିଥିବା ଗାଇଡ୍‌ଲାଇନକୁ ୨୦୨୧ ଜାନୁଆରୀ ୩୧ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି। ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ ଚିହ୍ନଟ ପରେ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି। ଗାଇଡ ଲାଇନ ପାଳନ ପାଇଁ ସବୁ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି।

Share