Posted inରାଜ୍ୟ

କରୋନାକୁ ମାତ୍‌ ଦେଲା ୨୫ ଦିନର ଶିଶୁ

ଭୁବନେଶ୍ୱର,୧୪।୫ : ୧୦ ଦିନ ଧରି ଭେଣ୍ଟିଲେଟରରେ ଜୀବନ ସହ ସଂଗ୍ରାମ କରିବା ପରେ କରୋନାକୁ ମାତ୍‌ ଦେଇଛି ୨୫ ଦିନର ଶିଶୁକନ୍ୟା। ଉଭୟ ବାପା ମା’ଙ୍କ ସମେତ ପରିବାର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ଆସିବା ପରେ ଶିଶୁକନ୍ୟାର ଆରଟି-ପିସିଆର ଟେଷ୍ଟ କରାଯାଇଥିଲା। ଯାହାର ଫଳାଫଳ ପଜିଟିଭ ଆସିଥିଲା। ୩ ସପ୍ତାହ ପରେ ସୁସ୍ଥ ହୋଇ ଶିଶୁକନ୍ୟା ଘରକୁ ଫେରିଛି ବୋଲି ବିଶେଷଜ୍ଞ ଡ. ଅର୍ଜିତ ମହାପାତ୍ର କହିଛନ୍ତି।

ଜ୍ୱର ଓ ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖାଦେବା ପରେ ଗୁଡିଆ ନାମକ ୨୫ ଦିନିର ଶିଶୁ କନ୍ୟା କଳାହାଣ୍ଡି ଜିଲାରୁ ରେଫର ହୋଇ ଭୁବନେଶ୍ୱର ଆସିଥିଲା। ଶିଶୁକନ୍ୟାକୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଚିକିତ୍ସାବେଳେ ଡାକ୍ତର ଶିଶୁକନ୍ୟାକୁ ରେମଡେସିଭିର, ଷ୍ଟେରଏଡ୍ସ ଓ ଅନ୍ୟ ଆଣ୍ଟିବାୟୋଟିକ୍ସ ଦେଇଥିଲେ। ୩ ସପ୍ତାହ ପରେ ପୁଣି ଥରେ ଟେଷ୍ଟ କରାଯିବା ପରେ ରିପୋର୍ଟ ନେଗେଟିଭ ଆସିଥିଲା ବୋଲି ଡ. ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬।୧୨: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଥିବା ବେଳେ ଶଙ୍ଖ...

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା...

ଏଆରଆଇଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ୮ଟି ପ୍ଲଟ୍‌, ନଗଦ ଟଙ୍କା ସମେତ ମିଳିଲା…

କୋରାପୁଟ। ବୋରିଗୁମ୍ମା,୨୬।୧୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ): ଭିଜିଲାନ୍ସ ଜାଲରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଏଆରଆଇ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ...

ରଘୁବର ଦାସଙ୍କ ଇସ୍ତଫା ପରେ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବଢ଼ିଲା ଦାବି

ଭୁବନେଶ୍ୱର,୨୬ା୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିବା ପରେ ହରିବାବୁ କମ୍ଭମପତିଙ୍କୁ ରାଜ୍ୟର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ...

ନବୀନଙ୍କ ପରେ କିଏ? ଉତ୍ତରରେ ନବୀନ କହିଲେ ମୋ’ ପରେ…

ଭୁବନେଶ୍ୱର,୨୬ା୧୨: ଗୁରୁବାର ଶଙ୍ଖଭବନରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିସହିତ...

ନବୀନଙ୍କୁ କଡ଼ା ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…

ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା...

କେନ୍ଦ୍ର ଫୋକସ୍‌ରେ ଓଡ଼ିଶା, ଶାହା ଆସିବେ ହେଲେ ସମ୍ବଲପୁର ଯିବେନି…

ଭୁବନେଶ୍ୱର,୨୬।୧୨: ଚଳିତ ମାସ ୨୮ ତାରିଖରେ ଭୁବନେଶ୍ବର ଆସିବେ ଅମିତ ଶାହା। ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ସୂଚନା ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri