କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share