Posted inଜାତୀୟ

ଓ୍ବକ୍‌ଫ ବିଲ୍‌କୁ ନେଇ NDAରେ ଫାଟ: ଇସ୍ତଫା ଦେଲେଣି ୫ ନେତା

ନୂଆଦିଲ୍ଲୀ,୪।୪: ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ସମର୍ଥନ ନେଇ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ)ରେ ଫାଟ ସୃଷ୍ଟି ହୋଇଛି। ଦଳୀୟ ନିଷ୍ପତ୍ତିରେ ଅସନ୍ତୋଷ ବ୍ୟକ୍ତ କରି ଜେଡିୟୁର ୫ ଜଣ ନେତା ଇତିମଧ୍ୟରେ ଇସ୍ତଫା ଦେଲେଣି। ଇସ୍ତଫା ଦେଇଥିବା ନେତାମାନେ ହେଲେ ରାଜୁ ନାୟାର, ତାବ୍‌ରେଜ ସିଦ୍ଦିକି ଆଲିଗ୍‌, ମହମ୍ମଦ ଶାହନଓ୍ବାଜ ମଲିକ, ମହମ୍ମଦ କାସିମ ଅନ୍‌ସାରୀ ଏବଂ ନଦିମ୍‌ ଅଖତର। ଶାହନଓ୍ବାଜ ଏବଂ ଅନ୍‌ସାରୀ ଗୁରୁବାର ଇସ୍ତଫା ଦେଇଥିବାବେଳେ ନଦିମ୍‌, ରାଜୁ ଏବଂ ତାବ୍‌ରେଜ ଶୁକ୍ରବାର ଦଳ ଛାଡ଼ିଛନ୍ତି। ମୁସଲମାନମାନେ ବିରୋଧ କରୁଥିବା ଏହି କଳା ଆଇନ ସପକ୍ଷରେ ଜେଡିୟୁ ଭୋଟ ଦେଇଥିବା ଗଭୀର ଆଘାତ ଦେଇଛି ବୋଲି ରାଜୁ ନାୟାର ତାଙ୍କ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ସେ ଜେଡିୟୁ ଯୁବମୋର୍ଚ୍ଚାର ରାଜ୍ୟ ସମ୍ପାଦକ ପଦ ଏବଂ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ନୀତୀଶଙ୍କ ମାନସିକ ସ୍ଥିତି ଭଲ ନାହିଁ। ଜେଡିୟୁ ଏବେ ତାଙ୍କ ନିୟନ୍ତ୍ରଣରେ ନ ଥିବା ପୁର୍ନିଆର ସ୍ବାଧୀନ ଏମ୍‌ପି ପପ୍ପୁ ଯାଦବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳାଦ୍ରିପୁରରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି...

ବିଜେଡି ପାଇଁ ବୋଝ ନୁହେଁ ଆସେଟ୍‌ ଥିଲେ ପ୍ରଭାତ; ଅମରଙ୍କ ବୟାନଙ୍କୁ ନେଇ…

ଭୁବନେଶ୍ୱର,୧୦।୪: ୱକଫ୍‌ ବିଲ୍‌ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି।...

ଚାଷଜମିରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ...

ନବୀନଙ୍କ ବୟାନ, ପୁଣି ପାଣ୍ଡିଆନଙ୍କ ବଢାଇଲା ଚର୍ଚ୍ଚା, ଏବେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦।୪: ଓ୍ବକଫ୍‌ ପ୍ରସଙ୍ଗ ପରେ ଏବେ ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡି ଏମପିଙ୍କ ମଧ୍ୟରେ ଯେଉଁ ମତଭେଦ...

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ...

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର, ୧୦।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି...

ମା’ ଦକ୍ଷିଣକାଳୀଙ୍କ ଦଣ୍ଡଯାତ୍ରା: ଭକ୍ତଙ୍କୁ ଆକୃଷ୍ଟ କରୁଛି ଧୂଳିଦଣ୍ଡ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇଥିବା ଗଞ୍ଜାମ ଜିଲା ପ୍ରସିଦ୍ଧ ମା’ କାଳୀଙ୍କ ଦଣ୍ଡଯାତ୍ରା ପର୍ବ ଆସନ୍ତା ମେରୁ ସଂକ୍ରାନ୍ତିରେ ଶେଷ ହେବ। ବିଭିନ୍ନ...

Vastu Dosh: ସର୍ବଦା ମା’ ଲକ୍ଷ୍ମୀଙ୍କ କୃପା ପାଇବାକୁ ଚାହୁଁଛନ୍ତି କି?ଭୁଲ୍‌ରେ ବି ଘରେ କରନ୍ତୁ ନାହିଁ ଏହି ଗୋଟିଏ କାମ…

ମା’ ଲକ୍ଷ୍ମୀ ସ୍ବଭାବରେ ଚଞ୍ଚଳ ଏବଂ କ୍ରୋଧୀ। ଯେଉଁ ଘରେ ଲକ୍ଷ୍ମୀ ବାସ କରନ୍ତି, ସେଠାରେ ସୁଖ, ଧନ, ସମୃଦ୍ଧି, ବିଳାସର ଅଭାବ ହୁଏ ନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image