Posted inଖେଳ

ବିରାଟ କୋହଲିଙ୍କ ପାଇଁ ପାଗଳ ଥିଲେ ଏହି ପାକିସ୍ତାନ ମହିଳା କ୍ରିକେଟର, ଶେଷରେ…

ବିଶ୍ୱର ସବୁଠୁ ସୁନ୍ଦର ମହିଳା କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ ପାକିସ୍ତାନର ଷ୍ଟାର ଅଲରାଉଣ୍ଡର କ୍ୟାନନ୍‌ ଇମ୍‌ତିଆଜ୍‌ଙ୍କ ଗତ ଜୁଲାଇ-୯ରେ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସେ ନିର୍ବନ୍ଧ ଫଟୋ ସୋସିଆଲ ମିଡିଆରେ ଶେୟାର କରି କହିଛନ୍ତି, ଶେଷରେ ମୁଁ ହଁ କରିଦେଲି। ୧୯୯୨ ମସିହା ଜୁନ ୨୧ରେ କରାଚିରେ ଜନ୍ମଗ୍ରହଣ କରିଥିବା ଇମ୍‌ତିଆଜ୍‌ ୨୦୧୦ ଅନ୍ତର୍ଜାତୀୟ ଟି-୨୦ରେ ଡେବ୍ୟୁ କରିଥିଲେ। ସେ ପାକିସ୍ତାନ ପକ୍ଷରୁ ଏପର୍ଯ୍ୟନ୍ତ ୧୧ଟି ଏକଦିବସୀୟ ଏବଂ ୧୨ଟି ଟି-୨୦ ମ୍ୟାଚ୍‌ ଖେଳିଛନ୍ତି। ଭାରତୀୟ ବୋଲର ଝୁଲନ ଗୋସ୍ବାମୀଙ୍କ ଠାରୁ ପ୍ରେରଣା ପାଇ ଜଣେ ପେସ୍‌ ବୋଲର ହେବାର ସ୍ବପ୍ନ ଦେଖିଥିଲେ ଇମ୍‌ତିଆଜ୍‌। ସେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପାଇଁ ଏକ ପାଗଳ ଥିଲେ। ବିରାଟଙ୍କ ବ୍ୟାଟିଂ ଦେଖିବାକୁ ସେ ବେଶ୍‌ ପସନ୍ଦ କରନ୍ତି। ୨୦୧୮ରେ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷ ଏଖଦିବସୀୟ ସିରିଜ୍‌ରେ ୫୫୮ ରନ୍‌ କରିଥିଲେ। ସେବେଠାରୁ ସେ ବିରାଟଙ୍କ ବ୍ୟାଟିଂର ଦିଓ୍ବାନା ହୋଇ ସୋସିଆଲ ମିଡିଆରେ ତାଙ୍କୁ ବେଶ୍‌ ପ୍ରଶଂସା କରି ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri