ମାନସ ସ୍ବାଇଁଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ। ବେଳକୁ ବେଳ ବିବାଦୀୟ ହେଉଥିବା ଏହି ମାମଲାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚ ୨ଟି ଟିମ୍‌ ଗଠନ କରିଛି। ଏହି ଟିମ୍‌ରୁ ଗୋଟିଏ ଭଦ୍ରକ,ନୟାଗଡ଼, ଭୁବନେଶ୍ୱରରେ ଏବଂ ଅନ୍ୟଟି ଶର୍ମିଷ୍ଠାଙ୍କୁ ଧରିବାକୁ କାମ କରିବ ବୋଲି କ୍ରାଇମ୍‌ବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ଡିଜିପି ସୁନୀଲ ବଂଶଲଙ୍କ ନିର୍ଦ୍ଦେଶ କ୍ରମେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାୟିତ୍ୱ ନେଇଛି।

ପ୍ରକାଶ ଯେ, ମାନସ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ବିରୋଧରେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ହେଲେ ଶର୍ମିଷ୍ଠା ରାଉତଙ୍କ ପତ୍ତା ପାଉନି ପୁଲିସ। ତାଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଉ ଜାରି ରଖିଛି। ସେପଟେ ଆନ୍ଧ୍ରପ୍ରଦେଶର ବିଜୟୱାଡା ଯାଇଥିବା ଗୋଟିଏ ଶର୍ମିଷ୍ଠାଙ୍କୁ ନପାଇଁ ତାଙ୍କ ଭାଇ ପରମେଶ୍ୱରଙ୍କୁ ଉଠାଇ ଆଣିଥିଲା। ତାଙ୍କ ପାଖରେ ଶର୍ମିଷ୍ଠାଙ୍କ ଖବର ଥିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ୱରାନ୍ୱିତ ହେଲା ଧାନ ସଂଗ୍ରହ ପ୍ରକ୍ରିୟା: ପୂର୍ବ ବର୍ଷ ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୨୬।୧୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ...

ସ୍ତ୍ରୀଙ୍କୁ ପ୍ରତାରଣା କରି ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ସ୍ଵାମୀଙ୍କ ନାଁ ରେ ଏତଲା

ଦିଗପହଣ୍ଡି,୨୬।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କୁ ତାଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି...

ଆଉ ୬ ମାସ ଛୁଟିରେ ଯାଇଥାନ୍ତେ ସୁଜାତା କାର୍ତ୍ତିକେୟନ: ମୋହନ ସିଧା କହିଲେ…

ଭୁବନେଶ୍ୱର, ୨୬।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ବଡ଼ ଝଟ୍‌କା...

ଅନାଥ ପିଲାମାନଙ୍କୁ ପୋଷ୍ୟ ସନ୍ତାନ କରିବେ ଓଡ଼ିଶା ବିଧାୟକ, ମନ୍ତ୍ରୀ!

ଭୁବନେଶ୍ୱର,୨୬।୧୧: ଓଡ଼ିଶାରେ ଅନାଥ ପିଲାମାନଙ୍କର ଜୀବନକୁ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ଏହି ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ବିଧାୟକମାନଙ୍କୁ ଆହ୍ୱାନ କରାଯିବ ବୋଲି ମଙ୍ଗଳବାର...

ଚିନ୍ତାଜନକ ସ୍ଥିତିରେ ହାତୀ-ମଣିଷ କଳି; ୩ ବର୍ଷରେ ଜୀବନ ହରାଇଛନ୍ତି ୬୬୮ ଲୋକ

ଭୁବନେଶ୍ୱର,୨୬।୧୧: ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି।...

କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ଗତ ପାଞ୍ଚ ବର୍ଷରେ ନେଲେଣି ୨୨ ଜୀବନ

ଭୁବନେଶ୍ୱର,୨୬।୧୧: ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାମାନଙ୍କରେ କୁମ୍ଭୀର ଆକ୍ରମଣ ବଢ଼ିବାରେ ଲାଗିଛି। ଯେଉଁଥିରେ ବିନା କାରଣରେ ସାଧାରଣ ଲୋକେ ଜୀବନ ହାଉଥିବା...

ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ବାପାଙ୍କ ଠାରୁ ପୁଅ ଭିନ୍ନେ ଥିଲେ…

ଭୁବନେଶ୍ୱର,୨୬।୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri