ମାନସ ସ୍ବାଇଁଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ। ବେଳକୁ ବେଳ ବିବାଦୀୟ ହେଉଥିବା ଏହି ମାମଲାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚ ୨ଟି ଟିମ୍‌ ଗଠନ କରିଛି। ଏହି ଟିମ୍‌ରୁ ଗୋଟିଏ ଭଦ୍ରକ,ନୟାଗଡ଼, ଭୁବନେଶ୍ୱରରେ ଏବଂ ଅନ୍ୟଟି ଶର୍ମିଷ୍ଠାଙ୍କୁ ଧରିବାକୁ କାମ କରିବ ବୋଲି କ୍ରାଇମ୍‌ବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ଡିଜିପି ସୁନୀଲ ବଂଶଲଙ୍କ ନିର୍ଦ୍ଦେଶ କ୍ରମେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାୟିତ୍ୱ ନେଇଛି।

ପ୍ରକାଶ ଯେ, ମାନସ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ବିରୋଧରେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ହେଲେ ଶର୍ମିଷ୍ଠା ରାଉତଙ୍କ ପତ୍ତା ପାଉନି ପୁଲିସ। ତାଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଉ ଜାରି ରଖିଛି। ସେପଟେ ଆନ୍ଧ୍ରପ୍ରଦେଶର ବିଜୟୱାଡା ଯାଇଥିବା ଗୋଟିଏ ଶର୍ମିଷ୍ଠାଙ୍କୁ ନପାଇଁ ତାଙ୍କ ଭାଇ ପରମେଶ୍ୱରଙ୍କୁ ଉଠାଇ ଆଣିଥିଲା। ତାଙ୍କ ପାଖରେ ଶର୍ମିଷ୍ଠାଙ୍କ ଖବର ଥିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଝେଲମରେ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା, ଘୋଷଣା ହେଲା Emergency

ନୂଆଦିଲ୍ଲୀ,୨୬।୪: ଶନିବାର ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ର ମୁଜାଫରାବାଦରେ ବନ୍ୟା ସତର୍କତା ଜାରି କରାଯାଇଛି। ପ୍ରକୃତରେ, ଶନିବାର ଅପରାହ୍ନରେ ଝେଲମ ନଦୀର ଜଳସ୍ତର ହଠାତ ବୃଦ୍ଧି...

ଦିବ୍ୟାଙ୍ଗ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ୧୫ ଦିନ ଧରି ଚାଲିଥିବା ନିଷ୍ଠା ବା ସମାନ ଓ ଅନ୍ତର୍ଭୁକ୍ତ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଛି। ଦାରିଙ୍ଗବାଡ଼ି ସରକାରୀ...

Pope Francisଙ୍କ ଅନ୍ତିମ ସଂସ୍କାରରେ ଅସମ୍ଭାଳ ଭିଡ, ଟ୍ରମ୍ପ ବି କଲେ ଶେଷ ଦର୍ଶନ

ଭାଟିକାନ ସିଟି,୨୬।୪: ଭାରତୀୟ ସମୟ ଅନୁସାରେ ଶନିବାର ଅପରାହ୍ନରେ ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ସେଣ୍ଟ ପିଟର୍ସ ବାସିଲିକା...

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର...

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

କେନ୍ଦୁଝର,୨୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥର ବୋନାଯୋଡି ବୁଲାଣି ନିକଟରେ ଏକ ବାଇକ୍‌ ଧକ୍କାରେ ଜଣେ ସାଇକେଲ...

ଉପାନ୍ତ ଅଞ୍ଚଳରେ ଓଡ଼ିଶା-ଆନ୍ଧ୍ର ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା): ଗଜପତି ଓ ଶ୍ରୀକାକୁଲମ୍‌ ଜିଲାର ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ଦେଶୀ ଚୋରାମଦ କାରବାର ବଢ଼ି ଚାଲିଥିବାରୁ ଏଥିରେ ରୋକ ଲଗାଇବାକୁ ଓଡ଼ିଶା...

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର...

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ

ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image