Posted inVideo

Crowds jostle for Barabati ODI ticket | ଟିକେଟ ପାଇଁ ବାରବାଟୀରେ ଠେଲାପେଲା

Featured Video Play Icon

With India-West Indies ODI series at a tie with one victory for each team, the excitement for the last and final match is at a fever pitch among cricket fans. Thousands of people were seen queuing up in long lines since Wednesday night to get a ticket from offline sales for the decisive match scheduled to be held at Cuttack’s Barabati stadium. As the counters opened, people were seen jostling for tickets leading to police intervention.

ଆସନ୍ତା ୨୨ରେ ବାରବାଟୀରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ୩ୟ ଏକଦିବସୀୟ ମ୍ୟାଚ୍‌ ଲାଗି କାଉଣ୍ଟରରେ ଗୁରୁବାରଠୁ ଟିକେଟ ବିକ୍ରି ଆରମ୍ଭ ହୋଇଛି । ଟିକେଟ ନେବା ଲାଗି ଶହ ଶହ କ୍ରିକେଟ ପ୍ରେମୀ ବାରବାଟୀ କାଉଣ୍ଟର ଆଗରେ ଗତକାଲି ରାତିରୁ ଅନିଦ୍ରା ରହି ଧାଡି ଲଗାଇଥିବା ବେଳେ ଆଜି ୫,୬,୭ କାଉଣ୍ଟର ସମ୍ମୁଖରେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri