ନବୀନ ନିବାସରେ ଭିଡ ବଢ଼ୁଛି

ଭୁବନେଶ୍ବର,୨୬।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ବିଜେଡି ବିପୁଳ ସଫଳତା ପାଇଛି । ଭାଜପା ଏବଂ କଂଗ୍ରେସ ବିଜେଡିଠାରୁ ବହୁ ପଛରେ ପଡ଼ିଛନ୍ତି। ରାଜ୍ୟର ୩୦ ଜିଲାର ୧୦୫ ଅଧ୍ୟକ୍ଷ ପଦରୁ ବିଜେଡି ୭୩ଟିରେ ବାଜିମାତ କରିଥିବା ବେଳେ ଭାଜପା ୧୬, କଂଗ୍ରେସ ୭, ସ୍ବାଧୀନ ୯ ଆସନ ଜିତିଛନ୍ତି। ତେବେ ଶନିବାର ଫଳାଫଳ ଘୋଷଣା ହେବା ପରେ କର୍ମୀମାନେ ଉତ୍ସବ ପାଳନ କରୁଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ତଥା ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦ ନେବାକୁ ବିଜୟୀ ପ୍ରାର୍ଥୀ ଓ ତାଙ୍କ ସମର୍ଥକଙ୍କ ଭିଡ ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ବାହାରକୁ ଆସି କର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବିଜୟୀ ପ୍ରାର୍ଥୀଙ୍କୁ ଓଡ଼ିଶାର ବିକାଶ ପାଇଁ ଏକାଠି କାମ କରିବାକୁ ସେ ଆହ୍ବାନ ଦେଉଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେ ଅନାସ୍ଥା ସପକ୍ଷରେ ନାହୁଁ: ନିରଞ୍ଜନ

ଭୁବନେଶ୍ୱର,୧୬ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକରଙ୍କ ବିରୋଧରେ କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ର ଏମ୍‌ପିମାନେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଘୋଷଣା କରିଥିଲେ। ଏହାପରେ...

ଦେବାଶିଷଙ୍କ ବଡ଼ ବୟାନ: ବିଜେଡି ଛାଡ଼ି କେହି…

କଟକ, ୧୬ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଆଉ କୌଣସି ନେତା ଦଳ ଛାଡ଼ି ଯିବେନାହିଁ। ଯିଏ ଯିବାର ଥିଲା ସେମାନେ ଗଲେଣି, ଯେଉଁମାନେ ଅଛୁ ଆଉ କେହି ଯିବୁ...

ଇଲେକ୍ଟ୍ରିପୋଲ୍‌କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌

ଖୋର୍ଦ୍ଧା,୧୬ା୧୨: ୫୭ ନଂ ରାଜପଥ ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌ । ଛୋଟ ପିଲା ସମେତ ୭ରୁ ୮ଜଣ ଯାତ୍ରୀ ଆହତ ହୋଇ ଖୋର୍ଦ୍ଧା...

ହାଲୁକା ବର୍ଷା, ଶୀତ ଲହରି

ଭୁବନେଶ୍ୱର,୧୬ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବ। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି...

ଇଜିପ୍ଟ ଅନ୍ତର୍ଜାତୀୟ ପ୍ରଦର୍ଶନୀରେ ଅଶ୍ୱିନୀ-ଅବନୀଙ୍କ କ୍ୟାରିକେଚର

ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ଇଜିପ୍ଟର ଗିଜା ପ୍ରାନ୍ତରେ ଅବସ୍ଥିତ ପ୍ରସିଦ୍ଧ ଅହମଦ ସୌକି ମ୍ୟୁଜିୟମର କର୍ମା ଇବନ୍‌ ହେନୀ ସଂସ୍କୃତି କେନ୍ଦ୍ରଠାରେ ଆୟୋଜିତ ‘ସାଦି ଇନ୍‌...

ଧନୁ ସଂକ୍ରାନ୍ତି ପାଳନକୁ ନେଇ ଦ୍ୱନ୍ଦ୍ୱ

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଚଳିତବର୍ଷ ପାଞ୍ଜି ଏବଂ କ୍ୟାଲେଣ୍ଡରରେ ଅନେକ ଗୁରୁତର ତ୍ରୁଟି ଓ ଦ୍ୱନ୍ଦ୍ୱ ରହିଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜିର ଗଣନା...

ଡଡୁବାଡା ଲଭର୍ସ ପଏଣ୍ଟରେ ଜମୁଛି ଭିଡ଼, ଭୋଜି କରି ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ ସେଥିରୁ...

ଦାରିଙ୍ଗବାଡ଼ିରେ ଚଳିତବର୍ଷର ପ୍ରଥମ ତୁଷାରପାତ, ଶୀତ ଲହରୀ ଜାରି

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୀତ ଲହରୀ ଜାରି ରହିଛି। ତାପମାତ୍ରା ହ୍ରାସ ପାଇବା ସହ ଚଳିତ ବର୍ଷ ପ୍ରଥମଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri