୬୧ ରନ୍‌ରେ ୫ ଓ୍ବିକେଟ ହରାଇଲା ସିଏସ୍‌କେ…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ ୧୫ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ମୁହାଁମୁହିଁ ହୋଇଛନ୍ତି। ଟସ୍‌ ଜିତି କେକେଆର୍‌ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ସିଏସ୍‌କେର ବିପର୍ଯ୍ୟୟ ଘଟାଇଛି। ମୁମ୍ବାଇର ଓ୍ବାଙ୍ଖେଡ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ସିଏସ୍‌କେ ୧୦.୫ ଓଭର ଖେଳି ୬୧ ରନ୍‌ରେ ୫ ଓ୍ବିକେଟ ହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ କମାଲ କଲେ ବୁମ୍‌ରା: ହାସଲ କଲେ ବଡ ରେକର୍ଡ

ବ୍ରିସବେନ,୧୬।୧୨: ବ୍ରିସବେନର ଗାବା କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ...

୧୪୭ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମତି: ବିଶ୍ୱର ପ୍ରଥମ ଖେଳାଳି ଭାବେ..

ନୂଆଦିଲ୍ଳୀ,୧୬।୧୨: ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି, ଯାହାର ତୃତୀୟ ଟେଷ୍ଟ ମ୍ୟାଚ ସେଡନ ପାର୍କରେ ଖେଳାଯାଉଛି।...

ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ: ହେଡ୍‌, ସ୍ମିଥଙ୍କ ଶତକରେ ଅଷ୍ଟ୍ରେଲିଆ ଦୃଢ଼

ବ୍ରିସବେନ୍‌,୧୫ା୧୨: ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମ୍ୟାଚରେ ଦୃଢ଼ ସ୍ଥିତିରେ ରହିଛି ଅଷ୍ଟ୍ରେଲିଆ। ଟ୍ରାଭିସ୍‌ ହେଡ୍‌ ଓ ଷ୍ଟିଭେନ୍‌ ସ୍ମିଥଙ୍କ ଶତକ ବଳରେ ଘରୋଇ ଦଳ...

ଚମକାଇ ଦେଲା ବିସିସିଆଇ, ଗାବା ଟେଷ୍ଟ ମଧ୍ୟରେ ୩ ଖେଳାଳିଙ୍କୁ ମିଳିଲା ଛୁଟି

ନୂଆଦିଲ୍ଲୀ,୧୫।୧୨: ବର୍ଡା-ଗାଭାସ୍କର ଟ୍ରଫିରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ଟି ଟେଷ୍ଟ ମ୍ୟାଚ ସିରିଜ ଖେଳାଯାଉଛି । ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ୧୪ଡିସେମ୍ବରରୁ...

ଗୁକେଶ ଚାମ୍ପିୟନ ହେବାକୁ ହଜମ କରିପାରୁନି ରୁଷିଆ, FIDE ଦ୍ୱାରା ଯାଞ୍ଚର ଦାବି କଲେ CFR ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୪।୧୨: ଚେସ ଫେଡରେଶନ ଅଫ ଇଣ୍ଡିଆ(ସିଏଫଆର୍‌)ର ଅଧ୍ୟକ୍ଷ ଆନ୍ଦ୍ରେଇ ଫିଲାଟୋଭ ଡି ଗୁକେଶଙ୍କ ବିରୋଧରେ ଡିଙ୍ଗ ଲିରେନ ଜାଣିଶୁଣି ମ୍ୟାଚ୍‌ ହାରିଥିବା ନେଇ ଅଭିଯୋଗ କରିଛନ୍ତି।...

‘ବୁମ୍‌ରାଙ୍କୁ ଟେଷ୍ଟ କ୍ରିକେଟ ଖେଳିବା ଛାଡ଼ି ଦେବା ଉଚିତ’

ନୂଆଦିଲ୍ଲୀ,୧୪।୧୨: ଟେଷ୍ଟ କ୍ରିକେଟ ଖେଳିବା ଛାଡ଼ି ଦିଅନ୍ତୁ ଭାରତୀୟ ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା। କ୍ରିକେଟରଙ୍କୁ କିଛି ଏଭଳି ପରାମର୍ଶ ଦେଇଛନ୍ତି ପାକିସ୍ତାନର ପୂର୍ବତନ ଦ୍ରୁତ...

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ: ବର୍ଷା ଧୋଇଦେଲା ପ୍ରଥମ ଦିନର ଖେଳ

ବ୍ରିସବେନ,୧୪।୧୨ ବ୍ରିସବେନର ଗାବା କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ବର୍ଷା ହେତୁ ପ୍ରଥମ ଦିନର ଖେଳ ବାତିଲ କରାଯାଇଛି।...

ବିଶ୍ୱ ଚେସ୍‌ ଚାମ୍ପିୟନ୍‌ ଡି ଗୁକେଶଙ୍କ ଉପରେ ଟଙ୍କାବର୍ଷା, ବିଜୟ ପରେ ପାଇଲେ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରୀଡ଼ା ଇତିହାସରେ ଯୋଡି ହୋଇଛି ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ସିଙ୍ଗାପୁରରେ ଚାଲିଥିବା ୨୦୨୪ ବିଶ୍ୱ ଚେସ ଚାମ୍ପିୟନସିପରେ ବିଜୟୀ ହୋଇଛନ୍ତି ଭାରତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri