Categories: ଖେଳ

ଆରସିବିକୁ ଜିତିବାକୁ ହେଲେ କରିବାକୁ ପଡ଼ିବ ୨୨୭ ରନ୍‌…

ବେଙ୍ଗାଲୁରୁ,୧୭।୪ : ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ତେବେ ମ୍ୟାଚରେ ପ୍ରଥମେ ଆରସିବି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସିଏସକେ ବ୍ୟାଟିଂ ଆରମ୍ଭ କରିଥିଲା। ଧାର୍ଯ୍ୟ ୨୦ ଓଭରରେ ସିଏସକେ ୬ ଓ୍ବିକେଟ ହରାଇ ୨୨୬ ରନ୍‌ କରିଥିଲା। ଫଳରେ ଆରସିବି ପାଇଁ ବିଜୟ ଲକ୍ଷ୍ୟ ୨୨୭ ରନ୍‌ ରହିଛି।

Share