Categories: ଖେଳ

ଟସ ଜିତିଲା ସିଏସକେ, ପ୍ରଥମେ ବୋଲିିଂ…

ଲକ୍ଷ୍ନୌ,୩।୫ : ଆଇପିଏଲ ସିଜିନ ୧୬ର ୪୪ ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମୁହାଁମୁହିଁ ହୋଇଛନ୍ତି। ଲକ୍ଷ୍ନୌର ଅଟଳ ବିହାରୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ଏମଏସ ଧୋନୀଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଛି। ଏଲଏସଜି ଦଳ ଅଧିନାୟକ କେଏଲ ରାହୁଲଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

Share