ସନ୍‌ଟ୍ୟାନ୍‌ କମାଇବ କାକୁଡ଼ି

ଖରାଦିନ ଆସିଲେ ସନ୍‌ଟ୍ୟାନ୍‌ ବଢ଼ାଇଦିଏ ଅନେକଙ୍କ ଟେନ୍‌ସନ । ଏହାକୁ ଦୂରେଇବା ଲାଗି ଅନେକେ ବିୟୁଟିପାର୍ଲର ଯିବାଠୁ ଆରମ୍ଭକରି ବିଭିନ୍ନ ପ୍ରଡକ୍ଟ ବ୍ୟବହାର କରିବାକୁ ପଛାନ୍ତି ନାହିଁ। ହେଲେ ଆପଣ ଚାହିଁଲେ କାକୁଡ଼ି ବ୍ୟବହାର କରି ସନ୍‌ଟ୍ୟାନ୍‌ ଦୂରେଇପାରିବେ…

ଭଲ ଭାବେ ଗ୍ରାଇଣ୍ଡକରି ସେଥିରେ ଅଳ୍ପ ଓଟ୍‌ମିଲ୍‌ ଏବଂ ମହୁ ମିଶାନ୍ତୁ। ଏହି ମାସ୍କକୁ ମୁହଁରେ ଲଗାଇ ୧୫ ମିନିଟ୍‌ ରଖିବା ପରେ ଧୋଇଦିଅନ୍ତୁ। ଏହା ସନ୍‌ବର୍ନ ଏବଂ ଟ୍ୟାନ୍‌ ଦୂରକରିବା ଲାଗି ସବୁଠୁ ଭଲ ଉପାୟ।
ଟୋନର ଭାବେ କାକୁଡ଼ିକୁ ବ୍ୟବହାର କଲେ ଟ୍ୟାନ୍‌ ସମସ୍ୟା ଦୂର ହୋଇଥାଏ। ଏଥିପାଇଁ କାକୁଡ଼ିର ଚୋପା ଛଡ଼ାଇ ଏହାକୁ ଗ୍ରାଇଣ୍ଡ କରିବା ପରେ ଭଲ ଭାବେ ଛାଣି ରସ ବାହାର କରିଦିଅନ୍ତୁ। ଏହାକୁ ସ୍ପ୍ରେ ବୋତଲରେ ରଖି ମୁହଁରେ ସ୍ପ୍ରେ କରନ୍ତୁ ନଚେତ୍‌ ତୁଳାରେ ନେଇ ମୁହଁରେ ଲଗାନ୍ତୁ। ଏହା ତ୍ୱଚାକୁ ହାଇଡ୍ରେଟ୍‌ ଏବଂ ଫ୍ରେଶ୍‌ ରଖିବା ସହ ଟ୍ୟାନ୍‌ ହେବାକୁ ଦେଇ ନ ଥାଏ।
ପତଳା କାଟି ମୁହଁ ଏବଂ ଆଖି ଉପରେ ରଖିବା ଦ୍ୱାରା ମଧ୍ୟ କଳାଦାଗ ସହଜରେ ଦୂର ହୋଇଥାଏ।
ଚୋପା ଏବଂ ମଞ୍ଜି ବାହାର କରିଦିଅନ୍ତୁ। ସେଥିରେ ଗୋଟିଏ ଅଣ୍ଡାର ଧଳା ଅଂଶ ଏବଂ କିଛି ପୋଦିନାପତ୍ରକୁ ଭଲ ଭାବେ ବାଟିଦିଅନ୍ତୁ। ଏହି ପ୍ୟାକ୍‌କୁ ମୁହଁରେ ଲଗାଇ ୧୫ମିନିଟ୍‌ ରଖିବା ପରେ ଧୋଇଦିଅନ୍ତୁ। ଏହା ଟ୍ୟାନ୍‌ ଦୂରକରିବା ସହ ତ୍ୱଚାର ଉଜ୍ଜ୍ୱଳତା ବଢ଼ାଇବ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ପୂର୍ଣ୍ଣିମାରେ ଅଦ୍ଭୁତ ସଂଯୋଗ: ଏସବୁ ରାଶିର ଭାଗ୍ୟ ଖୋଲିବ,ଅଟକି ଥିବା କାମ… 

ହିନ୍ଦୁ ଧର୍ମରେ ଦେବ ଦୀପାବଳିର ବଡ଼ ମହତ୍ୱ ରହିଛି। ଏହାକୁ କାର୍ତ୍ତିକ ମାସର ପୂର୍ଣ୍ଣିମା ତିଥିରେ ପାଳନ କରାଯାଇଥାଏ। କାର୍ତ୍ତିକ ପୂର୍ଣ୍ଣିମା ରାତିରେ ସମସ୍ତ ଦେବୀଦେବତା...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

ସଚେତନତାକୁ ପ୍ରାଥମିକତା ଦିଆଯାଉ

ନିମୋନିଆ ଏଭଳି ଏକ ସ୍ବାସ୍ଥ୍ୟ ସମସ୍ୟା, ଯାହା ଶିଶୁ, ଯୁବପିଢ଼ି, ବୟସ୍କଙ୍କୁ ହୋଇପାରେ। ଏହାର କେତୋଟି ପ୍ରମୁଖ ଲକ୍ଷଣ ରହିଛି। ସେଗୁଡିକ ବିଷୟରେ ଆମେ ଜାଣିବା...

ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁଫୁଲ, ମିଳିବ ଏସବୁ ଫାଇଦା…

ଆପଣଙ୍କର ଦୃଷ୍ଟିଶକ୍ତିଜନିତ ସମସ୍ୟା ରହିଛି କି? ଯଦି ହଁ, ତେବେ ଏଥିରୁ ରକ୍ଷା ପାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ବାସ୍‌, ନିଜର...

ଶ୍ରେଷ୍ଠ ଶକ୍ତିଶାଳୀ ଘୂର୍ଣ୍ଣିଝଡ଼, ଧନଜୀବନ ପ୍ରତି ମହାବିନାଶକ

ନିକଟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ କ୍ଷୁଦ୍ର ଲଘୁଚାପ ‘ଦାନା’ ସମୟକ୍ରମେ ଅବପାତ, ଗଭୀର ଅବପାତ, ଘୂର୍ଣ୍ଣିବାତ୍ୟା ଓ ଗଭୀର ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇ ଓଡ଼ିଶା...

ଏମିତି ଜଣାପଡ଼େ କ୍ୟାନ୍‌ସରର ପ୍ରାଥମିକ ଲକ୍ଷଣ, ଅବହେଳା ନ କରି…

ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ଆମ ରାଜ୍ୟରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାର କେତେକ କାରଣ ମଧ୍ୟ ରହିଛି। ଅଧିକାଂଶ ବ୍ୟକ୍ତି...

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ ଅଶାନ୍ତି

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ...

କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତି ଅନୁସରଣ କରାଯାଏ। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri