Posted inଜାତୀୟ

୧୯ରେ ସିୟୁଇଟି-ୟୁଜି ପୁନଃପରୀକ୍ଷା

ନୂଆଦିଲ୍ଲୀ,୧୬ା୭: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୧,୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଇଁ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡରଗ୍ରାଜୁଏଟ୍‌ (ସିୟୁଇଟି-ୟୁଜି) ପରୀକ୍ଷା ୧୯ରେ ପୁଣିଥରେ କରାଇବାକୁ ଘୋଷଣା କରିଛି। ଏହି ଛାତ୍ରୀଛାତ୍ର ପରୀକ୍ଷା ପରିଚାଳନାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ଏନ୍‌ଟିଏ ନିକଟରେ ଅଭିଯୋଗ କରିଥିଲେ। ଆସନ୍ତା ୧୯ ତାରିଖରେ କମ୍ପ୍ୟୁଟର ଆଧାରିତ ମୋଡ୍‌ରେ ଏହି ପରୀକ୍ଷା କରାଯିବ।
ସୂଚନାଯୋଗ୍ୟ, ଦେଶର ୩୭୯ ସହର ସମେତ ଦେଶ ବାହାରେ ୨୬ ସହରରେ ଚଳିତବର୍ଷ ସିୟୁଇଟି-ୟୁଜି ପରୀକ୍ଷା ମେ’ ୧୫ରୁ ୨୯ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ୧୩.୪୮ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିଲେ। ଜୁଲାଇ ୭ରେ ଏନ୍‌ଟିଏ ଅସ୍ଥାୟୀ ଭାବେ ଉତ୍ତର ସେଟ୍‌ ପ୍ରକାଶ କରିବା ସହ ୯ ତାରିଖ ସୁଦ୍ଧା ଏହା ଉପରେ ଆପତ୍ତି ଅଭିଯୋଗ କରିବା ପାଇଁ ଆହ୍ବାନ ଦେଇଥିଲା। ଜୁନ୍‌ ୩୦ରେ ଉତ୍ତର ସେଟ୍‌ ପ୍ରକାଶ ପାଇବାକୁ ଥିବାବେଳେ ବିଳମ୍ବ ହୋଇଥିବାରୁ ବହୁ ଛାତ୍ରୀଛାତ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି...

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri