କଟକ-ବାରବାଟୀରେ ଭାଜପାର ବଡ଼ ଗେମ୍‌, ଏହି ଅଭିନେତାଙ୍କୁ ମିଳପାରେ ଚାନ୍ସ!

ଭୁବନେଶ୍ୱର,୧୭।୪: ଅନୁଭବ ମହାନ୍ତିଙ୍କୁ ଭାଜପା କଟକ-ବାରବାଟୀରୁ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଛି। ଅନ୍ୟପଟେ କେନ୍ଦ୍ରାପଡା ଏମପି ହୋଇଥିବାରୁ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁରରୁ ଅନୁଭବଙ୍କୁ ପ୍ରାର୍ଥୀ କରିପାରେ ଦଳ।

ଅରିନ୍ଦମ ରାୟ ବି କଟକ-ବାରବାଟୀରୁ ପ୍ରାର୍ଥୀ ହେବା ନେଇ ଦୀର୍ଘଦିନ ହେଲା ଆଲୋଚନା ହେଉଥିଲା। କାରଣ ଏଠାରେ ସେ ସଙ୍ଗଠନ ଚଳାଇଥିଲେ। ଯଦି ଅନୁଭବଙ୍କୁ କଟକ-ବାରବାଟୀ ଦିଆଯାଏ, ତା’ ହେଲେ ସାଲେପୁର ଆସନ ଅରିନ୍ଦମଙ୍କୁ ମିଳିବା ଚର୍ଚ୍ଚା ହେଉଛି। ଉଭୟ ଅନୁଭବ ମହାନ୍ତି, ଅରିନ୍ଦମ ରୟଙ୍କ ନିର୍ବାଚନମଣ୍ଡଳୀ ହେଉଛି କଟକ-ବାରବାଟୀ । ତେବେ ଜଣକୁ କଟକ-ବାଟବାଟୀ ଦେଲେ ଅନ୍ୟ ଜଣଙ୍କୁ ସାଲେପୁର ଦେଇପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି ।

ସୂଚନାଥାଉ କି, ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବ । କୋରାପୁଟ, କଳାହାଣ୍ଡି , ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା ଓ ଏଥି ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କୁ ଗୁଳିମାଡ଼

ରାଉରକେଲା,୨୨।୨(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ସେକ୍ଟର-୩ ଥାନା ଅଧୀନ ସେକ୍ଟର-୪ ପୋଷ୍ଟ ଅଫିସ ନିକଟରେ ଶନିବାର ଜଣେ ଠିକାଦାରଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ...

ମୋ ବସ୍‌ରେ ଲାଗିଲା ନିଆଁ: ଅଣନିଃଶ୍ୱାସୀ ହୋଇ ଝରକା ବାଟେ ବାହାରିଲେ ଯାତ୍ରୀ

କଟକ,୨୨।୨: ପୁଣି ମୋ ବସ୍‌ରେ ଘଟିଛି ଅଘଟଣ। କଟକ ଜିଲା ଜଗତପୁର ଥାନା ଅଧୀନ ବିରୂପା ବ୍ୟାରେଜ ନିକଟରେ ଶନିବାର ଏକ ମୋ ବସ୍‌ରେ ଅଚାନକ...

ଜାମିନ୍‌ରେ ଆସିଥିବା ପୁଅ ହତ୍ୟାକାରୀଙ୍କୁ ମରଣାନ୍ତକ ଆକ୍ରମଣ: ମା’ବାପା, ଝିଅ ଗିରଫ

ରାଉରକେଲା,୨୨ା୨(ସଙ୍ଗୀତା ଜେନା) ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଟିମ୍ବରକଲୋନୀର ଜଣେ ଯୁବକ ଶମ୍ଭୁନାଥ ଘଡେଇ(୨୭)ଙ୍କୁ ତାଙ୍କ ସାଙ୍ଗମାନେ କୋରାପୁଟ ବୁଲାଇନେଇ ହତ୍ୟା କରିଥିବା ୨୦୨୩ ନଭେମ୍ବର...

ସରପଞ୍ଚ, ସମିତି ସଭ୍ୟ ଆଣିଲେ ସାଂଘାତିକ ଅଭିଯୋଗ

କେସିଙ୍ଗା,୨୨ା୨(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପୂର୍ବତନ ବିଡିଓ ମିଥ୍ୟା ବିଲ୍‌ କରି ଟଙ୍କା ଆତ୍ମସାତ୍‌ କରିଥିବା ନେଇ ନିର୍ବାଚିତ ସରପଞ୍ଚ ଓ ସମିତି...

ନଷ୍ଟ ହେଉଛି ଚାରା, ଦାୟିତ୍ୱ ତୁଲାଉନି ଜଙ୍ଗଲ ପରିବେଶ ବିଭାଗ

ରାଇକିଆ,୨୨ା୨(ପ୍ରଦୀପ ବେହେରା): ଚାରାରୋପଣ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି । ଏହାର ସୁରକ୍ଷା ପାଇଁ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଲକ୍ଷାଧିକ...

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟି ଅନ୍ୟ ଦୋକାନକୁ ବ୍ୟାପିଥିଲା ନିଆଁ

ବ୍ରହ୍ମପୁର,୨୨।୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ଲାଠି ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ୫ଟି ଦୋକାନ ଜଳିଯାଇଛି। ଜଳଖିଆ ଦୋକାନ ଭିତରେ...

ସମ୍ବିଧାନର ସୁରକ୍ଷା ପାଇଁ ଲଢ଼େଇ ଦରକାର

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ସର୍ବୋଦୟ ସଂକଳ୍ପ ଶିବିର ଅନୁଷ୍ଠିତ ହୋଇଛି। ଏହି ଅବସରରେ...

ଜାତୀୟସ୍ତରୀୟ କବାଡିରେ ବରଗଡ଼ର ଖେଳାଳି

ବରଗଡ଼,୨୨ା୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଉପାନ୍ତ ଅମ୍ବାଭୋନା ବ୍ଲକ ଉତ୍ତମ ପଞ୍ଚାୟତ ଅନ୍ତର୍ଗତ ଲେଲେହେର ଗ୍ରାମର ଜୟନ୍ତ ସାହୁ(20) ଜାତୀୟସ୍ତରୀୟ କବାଡ଼ି ପ୍ରତିଯୋଗିତାରେ ଖେଳିବା ପାଇଁ ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image