କଟକ-ପାରାଦୀପ: ୮ ଟ୍ରେନ୍‌ ଡିସେମ୍ବର ୧୭ରୁ ୨୬ ବାତିଲ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ପାରାଦୀପ ରେଳ ଷ୍ଟେଶନରେ ନିରାପତ୍ତା ସମ୍ପର୍କିତ କାର୍ଯ୍ୟ ଯୋଗୁ କଟକ-ପାରାଦୀପ ରେଳଷ୍ଟେଶନରେ ଡିସେମ୍ବର ୧୭ରୁ ୨୬ ତାରିଖ ଯାଏ ୮ଟି ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି। ଏ ନେଇ ପୂର୍ବତଟ ରେଳପଥ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଆସନ୍ତା ୧୮ ଏବଂ ୨୫ ତାରିଖରେ ବିଶାଖାପାଟଣାରୁ ଛାଡ଼ିବାକୁ ଥିବା ୨୨୮୧୦ ବିଶାଖାପାଟଣା-ପାରାଦୀପ ଏକ୍ସପ୍ରେସ ଏବଂ ଆସନ୍ତା ୧୯ ଓ ୨୬ ତାରିଖରେ ପାରାଦୀପରୁ ଛାଡ଼ିବାକୁ ଥିବା ୨୨୮୦୯ ପାରାଦୀପ-ବିଶାଖାପାଟଣା ଏକ୍ସପ୍ରେସ ବାତିଲ ହେବ। ସେହିପରି ଉଭୟ ପାର୍ଶ୍ୱରୁ ଆସନ୍ତା ୧୭ରୁ ୨୬ ତାରିଖ ମଧ୍ୟରେ ୧୮୪୧୪/୧୮୪୧୩ ପୁରୀ-ପାରାଦୀପ-ପୁରୀ ଏକ୍ସପ୍ରେସ, ୦୮୪୪୫/୦୮୪୪୬ କଟକ-ପାରାଦୀପ-କଟକ ମେମୁ ଏବଂ ୦୮୪୦୭/୦୮୪୦୮ କଟକ-ପାରାଦୀପ-କଟକ ପାସେଞ୍ଜର ସ୍ପେଶାଲ ଟ୍ରେନ୍‌ ବାତିଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ...

ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶର୍‌ବବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri