Categories: Video

କଟକ ସଟଡାଉନ ଗ୍ରାଉଣ୍ଡ ରିପୋର୍ଟ

ଦିନକୁ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବାରୁ କଟକ ସହରକୁ ଶଟ୍‌ଡାଉନ୍ ଘୋଷଣା କରାଯାଇଛି। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି। ଏହି ନିର୍ଦ୍ଦେଶ ଅନୁଯାୟୀ, ଆଜିଠାରୁ ୮ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ପୂରା କଟକ ମହାନଗର ନିଗମ ଅଞ୍ଚଳକୁ ଶଟ୍‌ଡାଉନ୍ ଘୋଷଣା କରାଯାଇଛି।