ସୌନ୍ଦର୍ଯ୍ୟକରଣ ଆଳରେ ଗଛ କଟା

କେନ୍ଦୁଝର,୨୪।୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳୀର ଏକ ବିଦ୍ୟାଳୟ ପରିସରରେ ସାୈନ୍ଦର୍ଯ୍ୟକରଣ ଆଳରେ ବ୍ୟାପକ ଗଛ କଟାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଫଳରେ ବିଦ୍ୟାଳୟ ପରିସର କ୍ଷତିଗ୍ରସ୍ତ ହୋଇଛି। ଜଙ୍ଗଲ ଓ ପରିବେଶର ସୁରକ୍ଷା କରିବା ସହ ବନୀକରଣକୁ ପ୍ରାଧାନ୍ୟ ଦିଆଯାଉଥିବା ବେଳେ ଏଠାରେ ବହୁ ପୁରୁଣା ବଡ଼ ବଡ଼ ଗଛ କଟାଯାଉଥିବାରୁ ତାହାକୁ ନେଇ ସ୍ଥାନୀୟ ଅଞ୍ଚଳର ପ୍ରକୃତିପ୍ରେମୀ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ଏହି ଗଛ ବଢିବା ପାଇଁ ୨୦/୩୦ ବର୍ଷ ଲାଗିଥିବା ବେଳେ ଏହାର ସୁରକ୍ଷା ନ କରି ଏବଂ ନୂତନ ଗଛ ନ ଲଗାଇ କାଟି ଦେବା କେତେଦୂର ଆଇନସଙ୍ଗତ ତାହା ବନ ବିଭାଗ ନିର୍ଦ୍ଧାରଣ କରି ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ହତ୍ୟା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଆନନ୍ଦପୁର, ୧୩।୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ଆନନ୍ଦପୁର ଅତିରିକ୍ତ ଜଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏସଟି କେସ ନଂ ୫୪/୨୦୨୨ର...

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri