ମାଡିଆସୁଛି ବାତ୍ୟା: ଓଡ଼ିଶାର ୭ ଜିଲାରେ…

ଭୁବନେଶ୍ୱର,୨୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛି ଦିନ ଶୀତର ଲହରି ଜାରି ରହିଛି। ମାତ୍ର ଗୁରୁବାର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, କେନ୍ଦୁଝରଗଡ଼, କନ୍ଧମାଳ, କଳାହାଣ୍ଡି ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ କୁହୁଡ଼ିର ପ୍ରଭାବ ରହିବ। ୨୯ ଓ ୩୦ ତାରିଖରେ ଉପକୂଳ ଓଡିଶା ସହ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ମାଲକାନଗିରି, କୋରାପୁଟ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ବୁଧବାର ସୁନ୍ଦରଗଡ଼ ଓ କନ୍ଧମାଳ ଜିଲାର କିଛି ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିବାବେଳେ କଳାହାଣ୍ଡି ଜିଲାରେ ହାଲୁକାରୁ ମଧ୍ୟମ ଧରଣ କୁହୁଡ଼ି ପଡ଼ିଥିଲା। ଅନ୍ୟପକ୍ଷରେ ଯାଜପୁରରେ ସର୍ବାଧିକ ତାପମାତ୍ରା ୩୨.୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ସେଲସିୟସ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୮ା୧୧(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ...

ପୁଣି ଆଳୁ ଅଟକାଇଲେ ଦିଦି, ଟେନଶନରେ ସରକାର

ଜଳେଶ୍ୱର,୨୮।୧୧: ଓଡ଼ିଶାକୁ ପଶ୍ଚିମବଙ୍ଗ ସୀମାରେ ପୁଣି ଆଳୁ ଗାଡ଼ି ଅଟକାଇଛନ୍ତି। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ...

୨୯, ୩୦ରେ ବନ୍ଦ ରହିବ ଗୃହ କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୮ା୧୧(ସୁନିତ୍‌ ମିଶ୍ର): ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ...

ବାଟ ଛାଡ଼ିଲେ ଶିନ୍ଦେ: ଏବେ ମହାରାଷ୍ଟ୍ରରେ ହେବ ଅସଲ ଖେଳ

ମୁମ୍ବାଇ,୨୮ା୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ଦ୍ୱିତୀୟ ଦାବିଦାର ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ବିଧାନସଭା ନିର୍ବାଚନ ଫଳ ଆସିବାର ୪ ଦିନ ପରେ ଏହି ଦାବିରୁ...

ଲିଙ୍ଗରାଜ ମନ୍ଦିରରେ ସିଗାରେଟ୍‌ ଟାଣିଲେ

ଭୁବନେଶ୍ୱର,୨୮ା୧୧ (ସୂର୍ଯ୍ୟକାନ୍ତ ବେହେରା): ଲିଙ୍ଗରାଜ ମନ୍ଦିର ପରିସରକୁ ମୋବାଇଲ, ସିଗାରେଟ୍‌ ଭଳି କିଛି ଜିନିଷକୁ ବାରଣ କରାଯାଇଛି। କିନ୍ତୁ ଏହାସତ୍ତ୍ୱେ ମନ୍ଦିର ପରିସରକୁ ମୋବାଇଲ ଯିବା...

ଗନ୍ଧମାର୍ଦ୍ଦନରେ ଆଦାନୀର ଜମିକିଣା ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ):ବରଗଡ଼ ଓ ବଲାଙ୍ଗୀର ଜିଲାକୁ ଲାଗି ରହିଥିବା ଗନ୍ଧମାର୍ଦ୍ଦନ ପାହାଡ଼ ପାଦଦେଶରେ ଘରୋଇ କମ୍ପାନୀ ଆଦାନୀ ଗ୍ରୁପ୍‌ର ଜମିକିଣାକୁ ନେଇ ବିଧାନସଭାରେ ବିଜେଡି ଓ...

ରାଜଧାନୀରେ ୫ ବର୍ଷୀୟା ଝିଅଙ୍କୁ ବିକିଦେଲେ ମା’ ବାପା: ମଧ୍ୟସ୍ଥିଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୨୮ା୧୧(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ଶିଶୁପାଳଗଡ଼ ବଡ଼ଟାଙ୍ଗୀରେ ରହୁଛନ୍ତି ଶିଶୁକନ୍ୟାଙ୍କ ମା’ ଗୁଡ଼ିଆ ଦେବୀ ଏବଂ ସାବତ ବାପା ସୁବୋଧ ଶର୍ମା। ସେମାନଙ୍କ ଘର ବିହାରରେ ହୋଇଥିବାବେଳେ ଭୁବନେଶ୍ୱରରେ...

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରିପୋର୍ଟ କାର୍ଡ ଦେବେ ମୋହନ ସରକାର

ଭୁବନେଶ୍ୱର,୨୭।୧୧: ୨୯ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କ ପାଖରେ ରାଜ୍ୟର ମୋହନ ସରକାର ନିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri