ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ’ଗୁଲାବ’ ମାଡ଼ି ଆସୁଛି । ’ଗୁଲାବ’ ପାଇଁ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଗୋପାଳପୁର ଠାରୁ ଦକ୍ଷିଣ ପୂର୍ବରେ ୧୩୫ କିମି ଦୂରରେ ବାତ୍ୟା ଗୁଲାବ ରହିଥିବା ବେଳେ କଳିଙ୍ଗପାଟଣମ ଠାରୁ ପୂର୍ବରେ ୧୮୦ କିମି ଦୂରରେ ରହିଛି ।