ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୫ଟି ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦ା୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୁର୍ବାନୁମାନ କରିଛି । ଆସନ୍ତା ୨୪ ତାରିଖ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ପବନର ବେଗ ୧୦୦ ରୁ ୧୨୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଲଘଚାପ ସୃଷ୍ଟି ହେବା ପରେ ବାତ୍ୟା ପ୍ରଭାବ ନେଇ ସ୍ପଷ୍ଟ ଜଣାପଡିବ ବୋଲି ପାଣିପାଗ ବିଭାଗର ମହାନିଦେ୍ର୍ଦଶକ ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ଅନୁମାନ କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ମଙ୍ଗଳବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।

Image


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ଅଭୟଙ୍କ ଆଇପିଏସ୍‌ ଲକ୍ଷ୍ୟ

ଅତାବିରା,୨୦।୧୦(ହୃଷୀକେଶ ଖମାରୀ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏଏସ୍‌) ପରୀକ୍ଷାରେ ବରଗଡ଼ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ...

ଖାଜିପଲ୍ଲୀରେ ଦମ୍ପତିଙ୍କ ଆତ୍ମହତ୍ଯା: ଅନାଥ ହୋଇଗଲେ ଭାଇ ଭଉଣୀ

ପରୁଷୋତ୍ତମପୁର,୨୦ା୧୦( ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କେ.ଏନ.ପୁର ପଞ୍ଚାୟତର ଖାଜିପଲ୍ଲୀ ଗ୍ରାମରେ ରବିବାର ରାତ୍ରରେ ଦମ୍ପତି ଆତ୍ମହତ୍ଯା କରିଛନ୍ତି। ସେମାନେ ହେଲେ...

ୟୁଟ୍ୟୁବ୍‌ରୁ ପାଠପଢ଼ି ଓଏଏସ୍‌ ପାଇଲେ ବଣ୍ଡା ଯୁବତୀ

ମାଲକାନଗିରି,୨୦ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡା ଥାନା ଅଧୀନ ବଣ୍ଡାଘାଟିର ଜଣେ ବଣ୍ଡା ଜନଜାତି ଛାତ୍ର ଡାକ୍ତରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଜିଲା...

ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସୁବିଧା ଅସୁବିଧା ବୁଝିଲେ

ପୁରୀ,୨୦ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ...

ଲକ୍ଷ୍ମୀପୂଜା ଦେଖି ଫେରୁଥିଲେ: ହାତୀ ହାବୁଡ଼ରେ ପଡ଼ିଗଲେ ଦୁଇ ଯୁବକ

ସୁନ୍ଦରଗଡ଼,୨୦ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନାଞ୍ଚଳ ତଥା ହାତୀବାରି ଥାନା ଅଧୀନ କନ୍ଦରକେଲା ପଞ୍ଚାୟତ ବାଉଁଶଯୋର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ...

ଶାଶୂଘରେ ରହି ପାଇଲି ଓଏଏସ୍‌

ପାଇକମାଳ,୨୦।୧୦(ବଡ ଶତପଥୀ): ବରଗଡ଼ ଜିଲା ପାଇକମାଳର ବୋହୁ ତଥା ନୟନ ମେହେରଙ୍କ ସ୍ତ୍ରୀ ଡଲି ମେହେର ଓପିଏସ୍‌ସି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଛନ୍ତି। ଶନିବାର ପ୍ରକାଶ...

ଲିଭଇନ୍‌ରେ ରହୁଥିଲେ: ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ରହ୍ମପୁର,୨୦ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗୋଷାଣି ନୂଆଗାଁ ଥାନା ଅଧୀନ ଲାଞ୍ଜିପଲି ଚାଞ୍ଚଡ଼ାପଡିଆ ସାହିରେ ପୁରୁଷବନ୍ଧୁଙ୍କ ସହ ରହୁଥିବା ପିଙ୍କି ମଲିକ(୨୩)ଙ୍କ ମୃତ୍ୟୁ ଏବେ ବି ସନ୍ଦେହଘେରରେ...

ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସମସ୍ତ ପରିସ୍ଥିତିର ସାମ୍‌ନା କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri