୪ ତାରିଖ ସନ୍ଧ୍ୟା କିମ୍ବା ୫ ତାରିଖ ସକାଳ ସମୟରେ ସ୍ଥଳଭାଗ ଛୁଇଁବ ବାତ୍ୟା । ପୁରୀରେ ସ୍ଥଳଭାଗ ଛୁଇଁବା ନେଇ ସୂଚନା ମିଳିଛି । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଖୋର୍ଦ୍ଧା ଜିଲା ଉପରେ ବାତ୍ୟାର ପ୍ରଭାବ ଅଧିକ ରହିବ ।