ଲ୍ୟାଣ୍ଡ୍‌ଫଲ୍‌ କଲା ବାତ୍ୟା ‘ମୋଚା’, ୨୦୦ କିଲୋମିଟର ବେଗରେ ବହୁଛି ପବନ

ନୂଆଦିଲ୍ଲୀ/ଢାକା,୧୪ା୫: ରବିବାର ଅପରାହ୍ନରେ ସାମୁଦ୍ରିକ ବାତ୍ୟା ‘ମୋଚା’ କକ୍ସ ବଜାର ନିକଟ ବାଂଲାଦେଶ ଏବଂ ଉତ୍ତର ମ୍ୟାନ୍‌ମାର ଉପକୂଳରେ ଲ୍ୟାଣ୍ଡଫଲ୍‌ କରିଛି। ଏହାର ପ୍ରଭାବରେ ବାଂଲାଦେଶ ଓ ମ୍ୟାନ୍‌ମାର ଉପକୂଳରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୨୦୦ କିଲୋମିଟର ବେଗରେ ପବନ ବହୁଛି। ପୂର୍ବରୁ ଏନେଇ ବାଂଲାଦେଶ ପାଣିପାଗ ବିଶେଷଜ୍ଞମାନେ ସତର୍କ ସୂଚନା ଜାରି କରିଥିଲେ।

Share