ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ। ଏହା ଆଗାମୀ ୩ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସଦୃଶ-ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ରାତି ୯.୩୦ରୁ ୧୧.୩୦ମଧ୍ୟରେ ବାଂଲାଦେଶର ବରିଷଲ ନିକଟରେ ଉପକୂଳ ଅତିକ୍ରମ କରିଛି ବାତ୍ୟା ସିତ୍ରାଙ୍ଗ ।
ଦୁର୍ବଳ ହେଲା ବାତ୍ୟା #ସିତ୍ରାଙ୍ଗ
ଆଗାମୀ #3ଘଣ୍ଟା ମଧ୍ୟରେ ଅବପାତ ଏବଂ ପରବର୍ତ୍ତୀ #6ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସୂଦୃଶ-ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି pic.twitter.com/rUq97sKZ8X
— Meteorological Centre, Bhubaneswar (@mcbbsr) October 25, 2022