ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ। ଏହା ଆଗାମୀ ୩ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସଦୃଶ-ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ରାତି ୯.୩୦ରୁ ୧୧.୩୦ମଧ୍ୟରେ ବାଂଲାଦେଶର ବରିଷଲ ନିକଟରେ ଉପକୂଳ ଅତିକ୍ରମ କରିଛି ବାତ୍ୟା ସିତ୍ରାଙ୍ଗ ।

Share