ସିରିଲ ରାମଫୋସା ପୁଣି ହେଲେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି

କେପଟାଉନ,୧୫।୬: ସିରିଲ ରାମାଫୋସା ପୁଣିଥରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ସଂସଦ ଶୁକ୍ରବାର ସିରିଲ ରାମାଫୋସାଙ୍କୁ ସପ୍ତମ ସଂସଦର ଜାତୀୟ ସଭାର ପ୍ରଥମ ବୈଠକରେ ରାଷ୍ଟ୍ରପତି ଭାବରେ ମନୋନୀତ କରିଛି। ରାମାଫୋସା ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଅଟନ୍ତି।

Share