ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୬ ହଜାର ୪୨୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲାରୁ ସର୍ବାଧିକ ୩୯୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୮୯, ବରଗଡ଼ରୁ ୨୧, ଭଦ୍ରକରୁ ୧୨୮, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୧୯, କଟକରୁ ୨୬୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬୭, ଗଜପତିରୁ ୧୮, ଗଞ୍ଜାମରୁ ୧୭, ଜଗତ୍‌ସିଂହପୁରରୁ ୧୩୨ ଯାଜପୁରରୁ ୧୬୨, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୨୦, କନ୍ଧମାଳରୁ ୧୫, କେନ୍ଦ୍ରାପଡ଼ାରୁ ୫୫, କେନ୍ଦୁଝରରୁ ୭୦ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୬୫ କୋରାପୁଟରୁ ୬୧, ମାଲକାନଗିରିରୁ ୬୪, ମୟୂରଭଞ୍ଜରୁ ୧୫୫, ନବରଙ୍ଗପୁରରୁ ୨୦ , ନୟାଗଡ଼ରୁ ୯୨, ନୂଆପଡ଼ାରୁ ୮, ପୁରୀରୁ ୧୭୮, ରାୟଗଡ଼ାରୁ ୪୯, ସମ୍ବଲପୁରରୁ ୨୩ ସୁବର୍ଣ୍ଣପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୨୮ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମଝିରେ ଗର୍ଜିଲେ ନବୀନ, ଭାଜପା କହିଲା…

ଭୁବନେଶ୍ୱର,୬।୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ...

ଦରଦାମ୍‌ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…

ଭୁବନେଶ୍ୱର,୬ା୧: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍‌ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ...

ଅସହାୟଙ୍କ ମୁହଁରେ ଫୁଟିଲା ହସ

ଭୁବନେଶ୍ୱର,୬।୧: ଭୁବନେଶ୍ୱରର ଚନ୍ଦକାସ୍ଥିତ ଗୋଡ଼ି ବାରିର ଚାରୋଟି ବସ୍ତିରେ ରହୁଥିବା ଅସହାୟ ଲୋକଙ୍କୁ କଟକର ଅଗ୍ରଣୀ ସାମାଜିକ ସଂଗଠନ ‘ଶ୍ରୀହରି ଫାଉଣ୍ଡେଶନ’ ପକ୍ଷରୁ ପାଖାପାଖି ଦୁଇଶହ...

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ...

ବର୍ଷାଙ୍କୁ ଚ୍ୟାଲେଞ୍ଜ ଦେଲେ ଅନୁଭବ, କହିଲେ ଆସ ଚ୍ୟାନେଲରେ ବସି ମୁହାଁମୁହିଁ ଆଲୋଚନା କରିବା

ଭୁବନେଶ୍ୱର,୬।୧: ଓଲିଉଡର ଚର୍ଚ୍ଚିତ ଯୋଡ଼ି ବର୍ଷା ପ୍ରିୟଦର୍ଶନୀ-ଅନୁଭବ ମହାନ୍ତି କୌଣସି ନା କୌଣସି କାରଣରୁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ପ୍ରଥମେ ଅନୁଭବ ତାଙ୍କ ଅଟୋବାୟୋଗ୍ରାଫି...

୧୫ ସୁଦ୍ଧା ଜିଲା ସଭାପତି ତାଲିକା ଘୋଷଣା କରିବ ଭାଜପା

ଭୁବନେଶ୍ୱର, ୬ା୧(ସୁନିତ୍‌ ମିଶ୍ର): ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ଆସନ୍ତା ୧୫ ତାରିଖ ଭିତରେ ସବୁ ଜିଲାର ସଭାପତି ପଦ ଘୋଷଣା...

ଏମ୍‌ପିଙ୍କ ନାଁ ନ ଥିବାରୁ ବିଧାୟକ ନାଁରେ କଳା ବୋଳିଲେ

ଭୁବନେଶ୍ୱର, ୬ା୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ରବିବାର ସହରର ୩ଟି ସ୍ଥାନରେ ଶୌଚାଳୟ ଉଦ୍‌ଘାଟିତ ହୋଇଛି। ଓ୍ବାର୍ଡ ନଂ. ୩୭...

ଓଡ଼ିଶା ଚାଷୀଙ୍କ ଧାନ କିଣୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୬ା୧(ଗିରିଧାରୀ ପରିଛା): ଓଡ଼ିଶା ସରକାର ବାହାର ରାଜ୍ୟକୁ ଧାନ ଚାଲାଣ ଓ ଅସାଧୁ ବ୍ୟବସାୟ ରୋକିବା ପାଇଁ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇ ନାକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri