ଜୟପୁର ବିମାନବନ୍ଦରରୁ ସପ୍ତାହର ସବୁଦିନ ଉଡ଼ିବ ବିମାନ

ଜୟପୁର,୮।୧(ନି.ପ୍ର.): ଜୟପୁର ବିମାନବନ୍ଦରରୁ ଏଣିକି ସପ୍ତାହର ସବୁଦିନ ବିମାନ ଉଡ଼ିବ। ରବିବାର ମଧ୍ୟ ଭୁବନେଶ୍ୱର-ଜୟପୁର-ବିଶାଖାପାଟଣାକୁ ବିମାନ ଚଳାଚଳ କରିବ ବୋଲି ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ କୁହାଯାଇଛି। ଅନ୍ୟ ଦିନ ଭଳି ରବିବାର ପୂର୍ବାହ୍ନ ୧୧ଟା୧୦ରେ ବିମାନ ଭୁବନେଶ୍ୱରରୁ ବାହାରି ଜୟପୁରରେ ୧୨ଟା ୫୫ରେ ପହଞ୍ଚିବ। ଅପରାହ୍ନ ୧ଟା୧୫ରେ ବିଶାଖାପାଟଣା ଅଭିମୁଖେ ଉଡ଼ାଣ କରି ୨ଟା୫ରେ ସେଠାରେ ପହଞ୍ଚିବ। ୨ଟା ୩୫ରୁ ବିଶାଖାପାଟଣାରୁ ବାହାରି ଜୟପୁରରେ ୩ଟା୧୫ରେ ପହଞ୍ଚିବ। ଜୟପୁର ବିମାନବନ୍ଦରରୁ ୩ଟା୪୦ରେ ବାହାରି ଭୁବନେଶ୍ୱରରେ ୫ଟା୨୫ରେ ପହଞ୍ଚିବ। ଏନେଇ ରବିବାର ଜୟପୁର ବିମାନବନ୍ଦରରୁ ସିଡ୍ୟୁଲ ଅନୁଯାୟୀ ଯାତ୍ରୀ ଧରି ବିମାନ ଯାତ୍ରା କରିଥିବା ଅଧୀକ୍ଷଣ ଯନ୍ତ୍ରୀ ଭାସ୍କର ସାମନ୍ତରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri